ଉପସ୍ଥାପନା: ନିରଞ୍ଜନ ସାହୁ ଋତୁରାଜ ବସନ୍ତଙ୍କ ଆଗମନରେ ରାଧାଙ୍କର ମାନସିକ ଚଞ୍ଚଳତା ବୃଦ୍ଧି ପାଇଛି। କୃଷ୍ଣଙ୍କର ଘନସାନିଧ୍ୟ ଲାଭ କରିବା ପାଇଁ ସେ ଅଧୀର ଭାବରେ ଘୋର…