Tag ବିଜୁବାବୁ

ବିଜୁ ପଟ୍ଟନାୟକ (Biju Pattanayak)

ଲେଖା: ଶିବାଶିଷ ମହାପାତ୍ର ଭାରତରେ ଇସ୍ପାତ କାରଖାନା ପ୍ରତିଷ୍ଠା ପାଇଁ ଜର୍ମାନମାନେ ତିନି ଗୋଟି ସ୍ଥାନକୁ ପ୍ରାଧାନ୍ୟତା ପ୍ରଦାନ କରିଥିଲେ । ସେଗୁଡିକ ଥିଲା ବିହାରର (ବର୍ତ୍ତମାନ ଝାଡ଼ଖଣ୍ଡ) ଚିଡିଆ ମାଇନ୍ସ ଅଞ୍ଚଳ, ଓଡ଼ିଶାର ପାନପୋଷ ଅଞ୍ଚଳ ଏବଂ ମଧ୍ୟପ୍ରଦେଶର (ବର୍ତ୍ତମାନର ଛତିଶଗଡ଼) ଭିଲାଇ ଅଞ୍ଚଳ । ଏ ମଧ୍ୟରୁ ଗୋଟିଏ ସ୍ଥାନ ଚୟନ କରିବା…