Tag ବିମଳା

ଐତିହ୍ୟର ଦେବୀ ଶ୍ରୀବିରଜା (Maa Biraja Jajpur)

ଲେଖା: ସୁକାନ୍ତି ସାହୁ ପୁରାଣ ଶାସ୍ତ୍ର ମାନଙ୍କ ମଧ୍ୟରେ ମତ୍ସ୍ୟ ପୁରାଣ, ସ୍କନ୍ଧ ପୁରାଣ, କାଳିକା ପୁରାଣ ଓ ଦେବୀ ଭାଗବତ ଇତ୍ୟାଦି ଗ୍ରନ୍ଥରେ ଏକଶହ ଆଠଗୋଟି ତନ୍ତ୍ରପୀଠର ନାମ ସମ୍ପର୍କରେ ସୂଚନା ଅଛି। କିନ୍ତୁ ତନ୍ତ୍ରସାର ଗ୍ରନ୍ଥରେ ଭାରତବର୍ଷରେ ଏକାବନ ଗୋଟି ତନ୍ତ୍ରପୀଠର ପ୍ରାଧାନ୍ୟ ସ୍ଵୀକାର କରାଯାଇଛି। ଏହି ଏକାବନ ଗୋଟି ତନ୍ତ୍ରପୀଠର ଐତିହାସିକ…

ଦେବୀ ସାବିତ୍ରୀ ଦେଉଳ

ଲେଖା: ଅରବିନ୍ଦ ମହାନ୍ତି ଲିଙ୍ଗରାଜଙ୍କ ଦେଉଳବେଢାର ଦକ୍ଷିଣ ପଶ୍ଚିମ କୋଣରେ ଦେବୀ ସାବିତ୍ରୀ ଦେଉଳ ଅବସ୍ଥିତ। ଏହା ଏକ ଖାକରା ଶୈଳୀର ମନ୍ଦିର ଅଟେ। ଏହି ମନ୍ଦିରର ନିର୍ମାଣ ଶୈଳୀ ଦେବୀ ଗୋପାଳୁଣୀଙ୍କ ମନ୍ଦିର ସହ ପ୍ରାୟତଃ ସମାନ। ଦେବୀଙ୍କ ତିନି ପାର୍ଶ୍ୱରେ ତିନିଜଣ ପାର୍ଶ୍ୱ ଦେବୀ ବିରାଜମାନ। ମୂର୍ତ୍ତିଗୁଡ଼ିକ କ୍ଷୟ ହୋଇଯାଇଥିବରୁ ସେମାନଙ୍କ ପରିଚୟ…

ମା’ ଚର୍ଚ୍ଚିକା

ଲେଖା: ଦେଵ ତ୍ରିପାଠୀ “ବାଙ୍କୀଗଡେ ମା’ ଚର୍ଚ୍ଚିକା ସିନ୍ଦୂର ମଣ୍ଡିତା, ଅଷ୍ଟଚଣ୍ଡୀ ମଧ୍ୟେ ନାମ ଉତ୍କଳ ବନ୍ଦିତା,  ଭକ୍ତଙ୍କ ହିତ ସାଧନେ ବାଙ୍କୀଗଡ଼େ ଉଭା ଯୁଗେ ଯୁଗେ ମା’ ଚର୍ଚ୍ଚିକା ବିରାଜନ୍ତି ଶୋଭା, ଭକ୍ତଙ୍କୁ କୋଳକୁ ଟାଣି, କପାଳରେ ହାତ ଦେଇ ବରଷନ୍ତି କୃପାଜଳ ଅବିରତ II” ମାତୃଶକ୍ତି ଯୁଗେ ଯୁଗେ ବନ୍ଦନୀୟା । ସେ…

ବୁଧେଇ ଓଷା

ଲେଖା: ଦେଵ ତ୍ରିପାଠୀ ଛିଣ୍ଡା ଛିଣ୍ଡା ମେଘର ପଲଟଣରେ ଭୋଦୁଅ ଆକାଶ ଭରି ରହିଛି I ଏଇ ଝରିବ ଝରିବ ହୋଇ ଭାସିଯାଏ ବଉଦର ବୋଇତ — ଆଉ କେଉଁ ମୁଲକରେ ତା’ର ବରଷଣ ମୂଲଚାଲ କରିବ I ତେବେ ଆମ ମୁଲକରେ ସିଏ ଫୁଟାଇଛି କାଶତଣ୍ଡୀ, ଗାଡ଼ିଆରେ ନୀଳକଇଁ, ଅରଣ୍ୟରେ ଶ୍ୟାମଳ ଢେଉ, ପବନରେ…