Physical Address
Sai Samarpanam, Satya Vihar, Bhubaneswar
ଲେଖା: ନିରଞ୍ଜନ ସାହୁ ଚନ୍ଦ୍ରଶେଖର ବେହେରା ଥିଲେ ସମ୍ବଲପୁରରେ ଜାତୀୟ ଆନ୍ଦୋଳନର ଆଦିନେତା। ଓଡ଼ିଶା ତଥା ଓଡିଆ ଜାତିର ସମୂହ କଲ୍ୟାଣ ନିମନ୍ତେ ଯେଉଁ କେତେଜଣ ବୀରପୁରୁଷ ଆଜୀବନ ସଙ୍ଗ୍ରାମ କରି ସ୍ମରଣୀୟ ହୋଇ ଅଛନ୍ତି, ସେମାନଙ୍କ ମଧ୍ୟରେ ସେ ଥିଲେ ଅନନ୍ୟ। ସର୍ବଭାରତୀୟ ଭାବନାରେ ଉଦବୁଦ୍ଧ ହୋଇ ଆଞ୍ଚଳିକ ମନୋଭାବ ଛାଡ଼ି ଉତ୍କଳ ସମ୍ମିଳନୀକୁ…
ଲେଖା: ନିରଞ୍ଜନ ସାହୁ ୧୯୦୩ ମସିହାର ଡିସେମ୍ବର ମାସ ତିରିଶ ଓ ଏକତ୍ରିଶ ତାରିଖ । କଟକ ସହରର ଇଦଗାପଡ଼ିଆ ଲୋକାରଣ୍ୟ । କ୍ଷୁଦ୍ରତର ହୋଇ ଯାଇଥିବା ଓଡ଼ିଶା ଭୂଖଣ୍ଡର କୋଣ ଅନୁକୋଣରୁ ଆସିଥିବା ରାଜା, ଜମିଦାର, ପ୍ରତିନିଧି ମଣ୍ଡଳୀ, ସାହିତ୍ୟରଥୀ, ଜାତୀୟତାବାଦୀ ଓ ସାଧାରଣ ଲୋକେ ଗୋଟିଏ ସ୍ଥାନରେ ସମ୍ମିଳିତ । ସମସ୍ତ ଆୟୋଜନ…
~ ଧରଣୀଧର ମିଶ୍ର ~ ଲେଖା: ନିରଞ୍ଜନ ସାହୁ “ମହତ ଛାମୁରେ ପ୍ରାର୍ଥନା କରିବା ପ୍ରଶଂସ୍ୟ ଅଟଇ ସଦା, ଫଳ ଲାଭ ପଛେ ନହେଲେ ନହେବ ନୀଚେ ନ ଯାଚିବ କଥା । ମୋହ ଲାଗି କେତେ ଯତନ କରୁଛି ଆହା ମୋ ଧରଣୀଧର, ତୋତେ ଘେନି ମୁହିଁ ପୁତ୍ରବତୀ ଏକା ତୁହି ମୋ ଯୋଗ୍ୟ…
ଲେଖା: ସୁବ୍ରତ କୁମାର ନାୟକ ପ୍ରତି ମଣିଷ ନୂଆକରି ପୃଥିବୀକୁ ଅତିଥି ହୋଇ ଆସିଥିବା ସମୟରେ ତା’ର ପ୍ରଥମ ଶିକ୍ଷକ ମା’। ମା’ର ଭାଷା ମାତୃଭାଷା। ସମସ୍ତଙ୍କ ପରିଚୟର ମୂଳ ଯଦି ଖୋଜାଯାଏ, ତା’ର ମାତୃଭାଷାରେ ହିଁ ତା’ର ପରିଚୟ ମିଳିଯାଇଥାଏ। ମାତୃଭୂମି ପରି ମାତୃଭାଷା ପାଇଁ ମଧ୍ୟ ଏ ବିଶ୍ୱ ଅନେକ ଲଢ଼େଇ ମଧ୍ୟ…