Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଲେଖା: ରବୀନ୍ଦ୍ର କୁମାର ରଣା ଢେଙ୍କାନାଳ ଜିଲ୍ଲାର ଭୁବନ । ଏକ ପରିଚିତ ନାମ ଓଡ଼ିଆଙ୍କ ପାଇଁ । କୁହାଯାଏ ଏହି ଭୁବନ ହେଉଛି ଏସିଆ ମହାଦେଶର ସବୁଠାରୁ ବଡ ଗାଁ । କଂସା ଓ ପିତଳ ବାସନ ପାଇଁ ଓଡ଼ିଶା ପ୍ରସିଦ୍ଧ। କେବଳ ସେତିକି ନୁହେଁ ଏହି ଗ୍ରାମ ମଧ୍ୟ “ବଳଦଯାତ୍ରା” ପାଇଁ ଓଡ଼ିଶା…
ଲେଖା: ଋଷିରାଜ ପଟ୍ଟନାୟକ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସମସ୍ତ ସେବାୟତ ପୁରୀର ନୁହନ୍ତି। ଯେମିତି ପୁରୀ ବାହାରେ ରହିଛନ୍ତି ବଡ଼ଠାକୁରଙ୍କ ଘଣ୍ଟସେବକ । ସମଗ୍ର ଭଟ୍ଟିମୁଣ୍ଡା ହେଉଛି ସେବକମାନଙ୍କ ଆସ୍ଥାନ। ବର୍ଷସାରା ଶାଳରେ କଂସା-ବାସନ ତିଆରି କରି ଏମାନେ ବିକ୍ରୟ କରିଥା’ନ୍ତି । ଓଡ଼ିଶାର ଏକାଧିକ ଗ୍ରାମ ଯଥା – କଣ୍ଟିଲୋ, ରେମୁଣା, ଭୁବନ ଓ ତରଭା ଆଦି…
ଲେଖା: ବିଜୟ ସାହୁ ବିଶ୍ୱ ଇତିହାସରେ ସଂକଳିତ ସର୍ବକନିଷ୍ଠ ସହୀଦ ବାଜି ରାଉତ ୧୯୩୮ ମସିହା ଅକ୍ଟୋବର ୧୦ ତାରିଖରେ ଢେଙ୍କାନାଳ ଜିଲ୍ଲାର ଭୁବନ ନିକଟସ୍ଥ ନୀଳକଣ୍ଠପୁର ବ୍ରାହ୍ମଣୀ କୂଳ ଘାଟରେ ବ୍ରିଟିଶ ଫଉଜ ଗୁଳିରେ ପ୍ରାଣ ହରାଇଥିଲେ ! ଯାହାଙ୍କ ଚିତା ପାଖରେ ବସି ବିପ୍ଲବୀକବି ସଚି ରାଉତରାୟ ଏହି ସହୀଦକୁ ଲେଖନୀରୁ ଅମର…
ଲେଖା: ଦେଵ ତ୍ରିପାଠୀ ଭାରତବର୍ଷରେ ଉତ୍କଳ ଏହାର ପ୍ରାଚୀନ ଶିଳ୍ପକଳା ଓ ଶିଳ୍ପଚାତୁର୍ଯ୍ୟ ପାଇଁ ପ୍ରସିଦ୍ଧ । ଉତ୍କଳୀୟ କଳା ସଂସ୍କୃତିକୁ ବେଲଗୁଣ୍ଠାର ପିତଳମାଛ ଓ କାଠମାଛର ଦାନ ଅତୁଳନୀୟ। ଏହାର ସୂକ୍ଷ୍ମକଳା, କାରୁକାର୍ଯ୍ୟ ଉତ୍କଳର ନାମକୁ ସାର୍ଥକ କରିଛି । ସ୍କୁଲ ପାଠ୍ୟପୁସ୍ତକ, ସାମାଜିକ ବିଜ୍ଞାନ, ସାଧାରଣଜ୍ଞାନରେ ଲିଖିତ କଟକର ତାରକସି, ଭୁବନର କଂସାବାସନ,…