Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଲେଖା: ନିରଞ୍ଜନ ସାହୁ ଗୋଟିଏ ବୃନ୍ତରେ ଦୁଇଟି ସୁଗନ୍ଧଯୁକ୍ତ ପୁଷ୍ପ । ସ୍ଵାମୀ ବିଚିତ୍ରାନନ୍ଦ ଦାସ ଏବଂ ଭୁବନାନନ୍ଦ ଦାସ। ଜମଜ। ପୁରୀ ଜିଲ୍ଲାର କୁରୁଞ୍ଜିପୁର ଶାସନ। ସେଦିନ ଥିଲା ୧୮୮୫ ମସିହାର ମେ ମାସ ୧୪ ତାରିଖ। ଓଡ଼ିଶା ପାଇଁ ଏକ ବିଶେଷ ଦିବସ। ଧରାବତରଣ କରିଥିଲେ ଆମ ଓଡ଼ିଶାର ଦୁଇଟି ଶିଶୁ, ରାମଚନ୍ଦ୍ର…
ଲେଖା: ଅମ୍ରିତେଶ ଖଟୁଆ ସ୍ଵତନ୍ତ୍ର ଓଡ଼ିଶା ଗଠନ ସମୟର ଯେଉଁ ଗୌରବାବହ ଇତିହାସ ସ୍ମରଣୀୟ, ତହିଁରେ ବିଶିଷ୍ଟ ଆଇନଜୀବୀ, ବିଚାରପତି, ଶିକ୍ଷାମନ୍ତ୍ରୀ, ବାଚସ୍ପତି ତଥା କୁଳପତି ଜଷ୍ଟିସ ଲିଙ୍ଗରାଜ ପାଣିଗ୍ରାହୀ ସମ୍ଯକ୍ ରୂପେ ଆଦରଣୀୟ । ଗଞ୍ଜାମ ଜିଲ୍ଲାର ପୋଲସରାରେ ୨୧ ମାର୍ଚ୍ଚ ୧୮୯୬ ମସିହାରେ ଜନ୍ମଗ୍ରହଣ କରିଥିଲେ ଲିଙ୍ଗରାଜ ପାଣିଗ୍ରାହୀ। ପିତା ଗୋପୀନାଥ ପାଣିଗ୍ରାହୀ…