Tag ମଧୁସୂଦନ ଦାସ

ଉତ୍କଳଗୌରବ ମଧୁସୂଦନ ଦାସ

ଲେଖା: ଅଂଶୁମାନ ମହାରଣା ~ ସାମ୍ପ୍ରଦାୟିକ ପନ୍ଥବାଦୀ ଚେତନା ଓ ଉତ୍କଳଗୌରବ ମଧୁସୂଦନ ଦାସ ~ ଓଡ଼ିଆ ଜାତୀୟତାବାଦର ଭୀଷ୍ମ ପିତାମହ ଭାବରେ ପରିଚିତ ଶ୍ରଦ୍ଧେୟ ମଧୁବାବୁ ଖଣ୍ଡବିଖଣ୍ଡିତ ଉତ୍କଳ ଜନନୀକୁ ଏକତ୍ର କରାଇବା ଲାଗି ଯେଉଁ ସଂଗ୍ରାମ ଆରମ୍ଭ କରିଥିଲେ, ସେଇ ସଂଗ୍ରାମ କାରଣରୁ ଜୀବିତ ଅଛି ଓଡ଼ିଆ ବିଶେଷଧାରୀ ଜାତି । ଅସ୍ତିତ୍ୱ…

ଗୋପାଳବଲ୍ଲଭ ଦାସ

  ଲେଖା: ନିରଞ୍ଜନ ସାହୁ “ମୁଁ ସାତ ଆଠ ବର୍ଷର ହୋଇଥାଏ । ଧୋବଣୀ ଲୁଗା ନେଇ ଆସିଲା । ମୁଁ ତାକୁ ପଚାରିଲି — ତୁ କି ଜାତି ? ମୋର ଏତିକି କଥା ବାପା ଶୁଣିପାରିଲେ । ସଙ୍ଗେ ସଙ୍ଗେ ମୋ ପାଖକୁ ଚାଲି ଆସି କହିଲେ, “ଶାଶୁଖାଇ ! ଜାତିକଥା କାହାକୁ…

ସ୍ଵାମୀ ବିଚିତ୍ରାନନ୍ଦ ଦାସ

ଲେଖା: ନିରଞ୍ଜନ ସାହୁ ଗୋଟିଏ ବୃନ୍ତରେ ଦୁଇଟି ସୁଗନ୍ଧଯୁକ୍ତ ପୁଷ୍ପ । ସ୍ଵାମୀ ବିଚିତ୍ରାନନ୍ଦ ଦାସ ଏବଂ ଭୁବନାନନ୍ଦ ଦାସ। ଜମଜ। ପୁରୀ ଜିଲ୍ଲାର କୁରୁଞ୍ଜିପୁର ଶାସନ। ସେଦିନ ଥିଲା ୧୮୮୫ ମସିହାର ମେ ମାସ ୧୪ ତାରିଖ। ଓଡ଼ିଶା ପାଇଁ ଏକ ବିଶେଷ ଦିବସ। ଧରାବତରଣ କରିଥିଲେ ଆମ ଓଡ଼ିଶାର ଦୁଇଟି ଶିଶୁ, ରାମଚନ୍ଦ୍ର…

ପଣ୍ଡିତ ଗୋବିନ୍ଦ ରଥ

ଲେଖା: ନିରଞ୍ଜନ ସାହୁ ~ ସଂଗ୍ରାମୀ ସାରସ୍ଵତସାଧକ ପୁସ୍ତକ ପ୍ରକାଶକ ଖାଣ୍ଟି ଓଡିଆ ପଣ୍ଡିତ ଗୋବିନ୍ଦ ରଥ ~ ଉନବିଂଶ ଶତାବ୍ଦୀର ଶେଷ ଦଶନ୍ଧି ସମୟରେ ଓଡ଼ିଶାରେ ବ୍ରିଟିଶ ଶାସନର ଏକ ଘଟଣା। ଅଖଣ୍ଡ କ୍ଷମତାର ଅଧିକାରୀ କମିଶନର ମାନେ। ଥରେ କଟକର କମିଶନର କାର୍ଯ୍ୟକ୍ରମ ରଖିଥିଲେ ବାଙ୍କୀ ବାଟେ ଖୋର୍ଦ୍ଧା ଯିବା ପାଇଁ। କଟକରୁ…

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ: ଏକ ଦୃଷ୍ଟିପାତ (ଭାଗ ୬)

ଓଡ଼ିଆ ଜାତିର ଅସ୍ମିତାର ପ୍ରତୀକ ଅତିବଡ଼ି ଜଗନ୍ନାଥ ଦାସଙ୍କ ଓଡ଼ିଆ ଭାଗବତ ତତ୍କାଳୀନ ଓଡ଼ିଶାରେ ଏକ ଚହଳ ସୃଷ୍ଟି କରିଥିଲା। ଅପୂର୍ବ ଆଧ୍ୟାତ୍ମିକ ଜାଗରଣ ଓ ନବୀନ ଉନ୍ମାଦନାର ସୂତ୍ରପାତ କରିଥିଲା ଏଇ ଓଡ଼ିଆ ଭାଗବତ। ଦୁର୍ବୋଧ୍ୟ ସଂସ୍କୃତ ଭାଗବତ ପରିବର୍ତ୍ତେ ସାଧାରଣ ଜନସମାଜ ଏହାକୁ ସହଜରେ ଆଦରି ନେଇଥିଲା। ଓଡ଼ିଶାର ପୁରପଲ୍ଲୀରେ ପ୍ରତିଷ୍ଠିତ ହୋଇଥିଲା ଭାଗବତ ଟୁଙ୍ଗୀ . .

ପଣ୍ଡିତ ଗୋବିନ୍ଦ ରଥ 

~ ଗୋବିନ୍ଦ ରଥ ~ ଲେଖା: ଅମୃତେଶ ଖଟୁଆ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ଏବଂ ଜଣେ ବିପ୍ଳବୀ ସାରସ୍ୱତ ସାଧକ ଭାବେ ବାଙ୍କୀ ବରପୁତ୍ର ପଣ୍ଡିତ ଗୋବିନ୍ଦ ରଥ ପ୍ରଥିତଯଶା ! ଇଂରେଜ ଶାସନ ବିରୋଧରେ ବିଭିନ୍ନ ଲେଖା ଲେଖି ସେ ଜନମାନସରେ ବିଦ୍ରୋହର ନିଆଁ ଜଳାଇ ଦେଉଥିଲେ। ତାଙ୍କ କଟକସ୍ଥିତ ନିମଚଉଡିଠାରେ ଥିବା “ଗୋବିନ୍ଦ…

ଧରଣୀଧର ମିଶ୍ର 

~ ଧରଣୀଧର ମିଶ୍ର ~ ଲେଖା: ନିରଞ୍ଜନ ସାହୁ “ମହତ ଛାମୁରେ ପ୍ରାର୍ଥନା କରିବା ପ୍ରଶଂସ୍ୟ ଅଟଇ ସଦା, ଫଳ ଲାଭ ପଛେ ନହେଲେ ନହେବ ନୀଚେ ନ ଯାଚିବ କଥା । ମୋହ ଲାଗି କେତେ ଯତନ କରୁଛି ଆହା ମୋ ଧରଣୀଧର,  ତୋତେ ଘେନି ମୁହିଁ ପୁତ୍ରବତୀ ଏକା ତୁହି ମୋ ଯୋଗ୍ୟ…

ସତ୍ୟବାଦୀ ବନବିଦ୍ୟାଳୟ

ଲେଖା: ଦେଵ ତ୍ରିପାଠୀ ୧୯୧୩ ମସିହା ଖରାଦିନ । ଓଡ଼ିଶା ମାଟିର ଜାତୀୟଗୌରବ ଶତାବ୍ଦୀର ସୂର୍ଯ୍ୟ କୁଳବୃଦ୍ଧ ମଧୁସୂଦନ ଦାସ ଆସି ସବୁକିଛି ବୁଲି ଦେଖୁ ଦେଖୁ ପ୍ରଶଂସା ମୁଖରିତ ହୃଦୟରେ କହିପକାଇଲେ, “ଏ ମାଟିରେ ନାଳନ୍ଦାଟିଏ ଠିଆ କରିଦେଲ ଗୋପବନ୍ଧୁ ! ଏ ବିଦ୍ୟାଳୟକୁ ତ ଇଟାପଥର କି ଟଙ୍କାରେ ଗଢିନ; ରକ୍ତ, ମାଂସ…

ଶୈଳବାଳା ଦାସ

~ ଶୈଳବାଳା ଦାସ ~ ଲେଖା: ଅମୃତେଶ ଖଟୁଆ ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ମୁଖ୍ୟ ଭୂମିକାରେ ଅବତୀର୍ଣ୍ଣା ହେବା ସହ ମଧୁବାବୁଙ୍କ ସ୍ଵପ୍ନର ରାଇଜରେ ଏକ ସୁଦୃଢ଼ ସମାଜକୁ ଖୋରାକ ଦେଇଥିଲେ ଶୈଳବାଳା ଦାସ। ୧୮୭୫ ମାର୍ଚ୍ଚ ୨୫ରେ କୋଲକାତାର ଭବାନୀପୁର ସ୍ଥିତ ମଧୁସୂଦନଙ୍କ ଚକ୍ରବାରିଆ ରୋଡ୍‌ ଭଡ଼ା ଘରେ ଶୈଳବାଳା ଜନ୍ମଗ୍ରହଣ କରିଥିଲେ।…

ମାତୃଭାଷା

ଲେଖା: ସୁବ୍ରତ କୁମାର ନାୟକ ପ୍ରତି ମଣିଷ ନୂଆକରି ପୃଥିବୀକୁ ଅତିଥି ହୋଇ ଆସିଥିବା ସମୟରେ ତା’ର ପ୍ରଥମ ଶିକ୍ଷକ ମା’। ମା’ର ଭାଷା ମାତୃଭାଷା। ସମସ୍ତଙ୍କ ପରିଚୟର ମୂଳ ଯଦି ଖୋଜାଯାଏ, ତା’ର ମାତୃଭାଷାରେ ହିଁ ତା’ର ପରିଚୟ ମିଳିଯାଇଥାଏ। ମାତୃଭୂମି ପରି ମାତୃଭାଷା ପାଇଁ ମଧ୍ୟ ଏ ବିଶ୍ୱ ଅନେକ ଲଢ଼େଇ ମଧ୍ୟ…