Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଲେଖା: ଅମ୍ରିତେଶ ଖଟୁଆ “ବିଚକ୍ଷଣ ରାଜଗୁରୁ ହେ ଶ୍ୟାମସୁନ୍ଦର, ଆଦ୍ୟ ଗ୍ରାଜୁଏଟ ତୁମ୍ଭେ ଗଞ୍ଜାମ ଜିଲ୍ଲାର। ଗଞ୍ଜାମ ବାସୀଏ ଏଣୁ ଥିଲେ ଆଶା କରି, ସର୍ବକାର୍ଯ୍ୟେ ହେବ ତୁମ୍ଭେ ଅଗ୍ରଣୀ ଏପରି। ସେଥିରୁ ଚିହ୍ନ ସ୍ଵରୂପ ବୋଲା ଯାଇପାରେ, ସଭାପତି ହେଲ ଆଦ୍ୟ ଗଞ୍ଜାମ ସଭାରେ। × × × × ସମାଜ ଆଭ୍ୟନ୍ତରିତ…
ଲେଖା: ଅମ୍ରିତେଶ ଖଟୁଆ ବାମଣ୍ଡାଧିପ ବାସୁଦେବ ସୁଢଳଦେବ! ସେତେବେଳେ ତାଙ୍କର ଶାସନ କାଳ ଥିଲା ଉଜ୍ଜୟିନୀର ବିକ୍ରମାଦିତ୍ୟଙ୍କ ପରି ସ୍ଵର୍ଣ୍ଣିମ ଓ ଚିରନ୍ତନ ସ୍ମରଣୀୟ! ସାହିତ୍ଯ ଆଲୋଚନା ସହ ରାଜ୍ଯରେ ପ୍ରଭୂତ ସମୁନ୍ନତି ଫଳେ ପ୍ରଧାନପାଟ ଜଳପ୍ରପାତଠାରୁ ନେଇ ବିବିଧ ସ୍ଥଳରେ ବୈଦ୍ୟୁତିକ ଶକ୍ତିର ପରିଚାଳନାର ଶୁଭଲଗ୍ନ ହେଲା! ଓଡ଼ିଆ ଇତିହାସରେ ତାହା ଥିଲା ଅନ୍ୟତମ…
ଲେଖା: ଦେଵ ତ୍ରିପାଠୀ ଉତ୍କଳକୁ ସେ ଆପଣାର ମାତୃଭୂମି ଜ୍ଞାନ କରି ପୂଜା କରୁଥିଲେ, ପ୍ରାଣଠୁ ବଳି ଭଲ ପାଉଥିଲେ । ଉତ୍କଳରେ ଇତିହାସର ଅଭାବ ଦେଖି ସେ ବହୁଗ୍ରନ୍ଥ, ପୁରାତନ ରାଜକୀୟ ନଥି ଓ ମାଦଳା ପାଞ୍ଜି ଆଦି ଗବେଷଣା କରି ଗୋଟିଏ ଓଡ଼ିଆ ଇତିହାସ ସଂକଳନ କରିଥିଲେ । ଓଡ଼ିଶା ପ୍ରତି ତାଙ୍କର…
ଲେଖା: ଦେଵ ତ୍ରିପାଠୀ ସେ ଥିଲା ଯେମିତି ପ୍ରାଗୈତିହାସିକ ଅନ୍ଧକାରର ଯୁଗ । ଚାରିଆଡେ ଦୁର୍ବିସହ ଅଜ୍ଞତା, ବରଫ-ଶୀତଳ ନିଶ୍ଚେତନା, ଶଶକ-ଗୋତ୍ରୀୟ ଭୀରୁତା, ସ୍ଥାଣୁ ଜୀବନ, ନିଶ୍ଚଳ ଅଭିଳାଷର ଅନ୍ଧଗଳି ଭିତରେ ମୁମୂର୍ଷୁ-ପ୍ରାୟ ଜୀଉଁଥିଲେ ଓଡ଼ିଆମାନେ । ମୋଗଲ ଓ ମରହଟ୍ଟାଙ୍କର ଅକଥନୀୟ କଷଣର ତୋଡମାଡରେ ଅଣ୍ଟା ଭାଙ୍ଗି ଯାଇଥିବା ଗୋଟିଏ ଜାତି ନିର୍ଜୀବ,…
ଲେଖା: ଦେଵ ତ୍ରିପାଠୀ “ଜ୍ଞାନର ପେଡା ସଭିଙ୍କି ଲୋଡ଼ା, ସଭିଏଁ ଖାଇବେ ଥୋଡା ଥୋଡା ।” ପାଠକମାନଙ୍କ ପାଇଁ ଜ୍ଞାନର ପେଡ଼ି ମେଲି ଦେଇଥିବାରୁ ଯାହା ପ୍ରତି କବିବର ରାଧାନାଥ ରଚିଥିଲେ ଏପରି ପ୍ରଶସ୍ତିଗାନ, ସେ ଥିଲା ଓଡ଼ିଆ ଭାଷାର ପ୍ରଥମ ସାହିତ୍ୟପତ୍ରିକା ‘ଉତ୍କଳ ମଧୁପ’। ୧୮୭୮ ମସିହା ଏପ୍ରିଲ ମାସରେ କଟକର କତିପୟ ଉତ୍ସାହୀ…