Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ ଓଡ଼ିଶାର ମଞ୍ଚ, ବେତାର, ଦୂରଦର୍ଶନ ନାଟକ, ଗୀତିନାଟ୍ୟ ଓ ଚିତ୍ରନାଟ୍ୟ ପ୍ରସ୍ତୁତି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଥିବା ଅନନ୍ୟ ସ୍ରଷ୍ଟା ଗୋପାଳ ଛୋଟରାୟ । ୧୯୪୨-୪୩ ମସିହା । ଦ୍ଵିତୀୟ ବିଶ୍ଵଯୁଦ୍ଧର ଚୁଡାନ୍ତ ପର୍ଯ୍ୟାୟ ! ଯେ କୌଣସି ସମୟରେ ଭାରତକୁ ଜାପାନ ଆକ୍ରମଣ କରିପାରେ ! ଭାରତ ସରକାର…

ଲେଖା: ନିରଞ୍ଜନ ସାହୁ ୧୯୩୦ ମସିହାର କଥା । କଟକରେ ଆୟୋଜିତ ହୋଇଥାଏ କବିସମ୍ରାଟଙ୍କ ଉପରେ ଏକ ଆଲୋଚନା ଚକ୍ର । ସଂଯୋଜକ ଭଞ୍ଜ ଭଗୀରଥ ବିଛନ୍ଦ ପଟ୍ଟନାୟକ, ଅଧ୍ୟକ୍ଷତା ଉତ୍କଳ ସାହିତ୍ୟର ପ୍ରାତଃ ସ୍ମରଣୀୟ ବାଗ୍ମୀ ଗୋପାଳ ପ୍ରହରାଜ, ଆଲୋଚକ ଭାବେ ଯୋଗ ଦେଇଥାନ୍ତି ବହୁ ପ୍ରାବନ୍ଧିକ, ବକ୍ତା । ବିଦଗ୍ଧ ଶ୍ରୋତା ମଣ୍ଡଳୀରେ…

ସୌରଭିତ ସୃଷ୍ଟି: ବ୍ରଜସୁନ୍ଦର ଦାସ ମୁକୁର, ଓଡ଼ିଆଭାଷାରେ ପ୍ରକାଶିତ ଆଦ୍ୟ ସାହିତ୍ୟ ପତ୍ରିକା ମଧ୍ୟରେ ଅନ୍ୟତମ । ଏହା ଏକ ମାସିକ ପତ୍ରିକା ଥିଲା ଏବଂ ଏହାର ପ୍ରକାଶନ ୧୩୧୩ ଉତ୍କଳୀୟ ଵର୍ଷ ବୈଶାଖ ମାସଠାରୁ ଅର୍ଥାତ୍ ଇଂରାଜୀ ୧୯୦୫ ଖ୍ରୀଷ୍ଟାବ୍ଦ ଏପ୍ରିଲ ମାସଠାରୁ ଆରମ୍ଭ ହୋଇଥିଲା । ଏହାର ସମ୍ପାଦକ ଥିଲେ ଵିଶିଷ୍ଟ କଵି…

~ ମୃତ୍ୟୁଞ୍ଜୟ ରଥ ~ ଲେଖା: ଅମୃତେଶ ଖଟୁଆ ~ କାବ୍ୟତୀର୍ଥ ବାଣୀଭୂଷଣ : ମୃତ୍ୟୁଞ୍ଜୟ ରଥ ~ କରିଛ ତୁମ୍ଭେ ନବ ସ୍ବର୍ଗ-ପ୍ରବାସ, ଅନୁସରନ୍ତି ସୁଖେ ଅଛି କି ଆଶ ! ମାତ୍ର ଏ ଜନେ ସିନା ଭୁଞ୍ଜିବେ ଦୁଃଖ, ତୁମ୍ଭ ଆୟତ୍ତ ଯେଣୁ ସବୁରି ସୁଖ।” (କୁମ୍ଭାରସମ୍ଭବମ୍, ଚତୁର୍ଥ ସର୍ଗ : ଅନୂଦିତ…

ଉପସ୍ଥାପନା: ନିରଞ୍ଜନ ସାହୁ ପିଲାଦିନେ ସେ ଥିଲେ ଚଞ୍ଚଳ ପ୍ରକୃତିର। ପାଠ ପଢ଼ାରେ ମନ ଊଣା। ଚାଟଶାଳୀରେ ଅବଧାନଙ୍କ ପାଖରେ ବସି ରହି, ପାଠ ମୁଖସ୍ଥ କରିବାକୁ ଆଗ୍ରହ ଏକରକମ ଶୂନ୍ୟ। ଚାହାଳୀରୁ ଲୁଚି ପଳାଇବା ବେଳେ ଅବଧାନ ପଠାଉଥିଲେ ଅନ୍ୟ ବଡ଼ ପିଲାଙ୍କୁ ଧରି ଆଣିବା ପାଇଁ। ସେ କିନ୍ତୁ ବିଜୁଳି ବେଗରେ ଧାଇଁ…

~ ଗୋବିନ୍ଦଚନ୍ଦ୍ର ଶୂରଦେଓ ~ ଲେଖା: ଅମୃତେଶ ଖଟୁଆ ଓଡ଼ିଶାରେ ରଙ୍ଗମଞ୍ଚର ବିକାଶ ସହ ରାସରସିକତା-ପ୍ରସୂତ-ଶ୍ରୁତିସୁଖକର ନାଟକୀୟତାର ଯେଉଁ ପ୍ରଲେପନ ମନୋରଞ୍ଜନ ରସାର୍ଣ୍ଣବକୁ ଅମୃତାପ୍ଳୁତ କରି ଜନମାନସକୁ ରସାର୍ଦ୍ର କରେ, ସେହି ଲୀଳାଯାତ୍ରାର ଜଣେ ବଦାନ୍ୟ ଓ ବହୁମୁଖୀ-ପ୍ରତିଭାଧର-ପ୍ରବର୍ତ୍ତକ ଥିଲେ ଗୋବିନ୍ଦଚନ୍ଦ୍ର ଶୂରଦେଓ। ବେଶ-ପାଟବ, ସଙ୍ଗୀତ-ସଂଯୋଜନା ସହ ଉନ୍ନତ ଦୃଶ୍ଯ ବିଭାଜନ ଫଳେ ସେ ଦେଇଥିଲେ…

~ ବ୍ରଜସୁନ୍ଦର ଦାସ ~ ଲେଖା: ଅମୃତେଶ ଖଟୁଆ “ଅଶରୀରୀ, ସଞ୍ଜ ପବନ ବଂଶଧାରା ନଈ ସେପାରିରୁ ବହି ଆଣୁଛି ତୁମରି ବାଣୀ – ‘ବାବା ସରି ନାହିଁ ତ।’ ନିର୍ଜନ ଏହି ଦି’ ତାଲାର କୋଠରୀ। କାହାର ଏ ସ୍ଵର? ପୁଣି ବାଜୁଛି କାନରେ, ‘ବାବା ସରିନାହିଁ ତ।’ ତୁମେ ତେବେ ଅଛ? କାଲିପରି…