Tag ଯାତ୍ରା

ଡାଲଖାଇ

ଓଡ଼ିଶାରେ ଲୋକନାଟ୍ୟ, ନୃତ୍ୟ ପରମ୍ପରା ବହୁ ପୁରାତନ ଓ ପାରମ୍ପରିକ ଅଟେ।ଆମ ରାଜ୍ୟର ସଂସ୍କୃତି, କଳା ଓ ଧର୍ମଧାରଣାର ଏହା ଏକ ସମନ୍ୱିତ ରୂପବିଭବ। ସହସ୍ରାଧିକ ଲୋକମାନଙ୍କର ମନୋରଞ୍ଜନ ନିମନ୍ତେ ଉଦ୍ଦିଷ୍ଟ। ଗ୍ରାମବହୁଳ ଓଡ଼ିଶାର ଜୀବନଯାତ୍ରା ସହ ଜଡ଼ିତ ମେଳା ମହୋତ୍ସବ ମାନଙ୍କରେ ସାମୟିକ ଆନନ୍ଦ ପାଇଁ ଏହି ଲୋକନୃତ୍ୟ ମାନ ଅନୁଷ୍ଠିତ ହୋଇଥାଏ . .

ନାଟୁଆ ବାଳକୃଷ୍ଣ ମହାନ୍ତି

ଲେଖା: ଦେଵ ତ୍ରିପାଠୀ “ଆଉ କାନ୍ଦନାରେ ବିଧୂବଦନା, ବିଶ୍ୱାସରେ ବିଷ ଦେଇ ନାହିଁ ମୁଁ ନାରୀଶ, ତୁ ମୋତେ ଦୋଷ ଦେଇ ବନ୍ଦନା” ।। (ଅମର ବିଳାସ) କଟକ ଜିଲ୍ଲାର ଏକ ମଫସଲି ଅଞ୍ଚଳ । ମଞ୍ଚରେ ଅଭିନିତ ହେଉଛି ‘ଅମର ବିଳାସ’ ନାଟକ । ନାଟକର ମହାନାୟକ ଅମରକୁ ହତ୍ୟା କରିବା ପାଇଁ ହତ୍ୟାକାରୀମାନଙ୍କ…