Tag ରମାଦେବୀ

ସ୍ବରାଜ ଆଶ୍ରମ

ଲେଖା: ଦେଵ ତ୍ରିପାଠୀ କଟକ ସାହେବଜାଦା ବଜାରର ସେଇ ପୁରୁଣା ଦୁଇ ମହଲା କୋଠା ! ଅଗଷ୍ଟ ୧୫ କି ଜାନୁୟାରୀ ୨୬ ଆସିଲେ ଏଇ କୋଠାଟି ବିସ୍ମୃତିର ବହଳ ଚାଦର ଭିତରୁ ଉଙ୍କି ମାରି ଉଠେ । ଏଇ କୋଠାର ଛାତି ଉପରେ ତ୍ୟାଗ, ଆଦର୍ଶ, ସାଧନାର ଝାଞ୍ଜପିଟା ହୁଏ, ଏଇ କୋଠା ସହିତ…

ବାଙ୍କବିହାରୀ ଦାସ

ଲେଖା: ଦେଵ ତ୍ରିପାଠୀ ୧୯୪୨ ମସିହା ଅଗଷ୍ଟ ୧୫ ତାରିଖ । ରେଭେନ୍ସା ମହାବିଦ୍ୟାଳୟ, କଟକ । କଂଗ୍ରେସ ଅଧିବେଶନରେ ଭାରତଛାଡ଼ ପ୍ରସ୍ତାବ ଗୃହୀତ ହେଲା ଏବଂ ଗାନ୍ଧିଜୀ ବ୍ରିଟିଶମାନଙ୍କୁ ଭାରତ ଛାଡ଼ିବା ପାଇଁ ଡାକରା ଦେଇଥା’ନ୍ତି । ଦେଶକୁ ସ୍ବାଧୀନ କରିବା ପାଇଁ ‘କର ବା ମର’ ଆହ୍ୱାନରେ ପ୍ରମାଦ ଗଣିଲେ, ଦେଶର ବଡ଼…

ରମାଦେବୀ

ଲେଖା: ନିରଞ୍ଜନ ସାହୁ ଓଡ଼ିଶା ପ୍ରଦେଶର ‘କସ୍ତୁରବା ଗାନ୍ଧୀ ଟ୍ରଷ୍ଟ ଫଣ୍ଡ’ର କାର୍ଯ୍ୟ ପରିଚାଳନା ଦାୟିତ୍ଵ ନ୍ୟସ୍ତ ହେଲା ରମାଦେବୀଙ୍କ ଉପରେ ୧୯୪୫ ମସିହାରେ । ସାତ ବର୍ଷ ମଧ୍ୟରେ ରାଜ୍ୟରେ ଏହି କେନ୍ଦ୍ର ଦ୍ବାରା ଆଠଟି ମାତୃମଙ୍ଗଳ ଓ ନ’ଟି ଗ୍ରାମସେବା କେନ୍ଦ୍ର, କେତୋଟି ଲୁଗାବୁଣା କେନ୍ଦ୍ର ସ୍ଥାପନ ହେଲା ରମାଦେବୀଙ୍କ ତତ୍ତ୍ଵାବଧାନରେ ।…

ବିନୋଦ କାନୁନଗୋ

ଲେଖା: ନିରଞ୍ଜନ ସାହୁ ବିନୋଦ କାନୁନଗୋ ! ୧୯୫୨ ମସିହାରେ ଗୋଟିଏ ଟଙ୍କା ହାତରେ ଧରି, ନିର୍ବାଚନୀ ବୈତରଣୀ ପାର ନ ‌ହୋଇ ପାରି, ମାତ୍ର ଦଶମ ଶ୍ରେଣୀ ଶିକ୍ଷାଗତ ଯୋଗ୍ୟତା ଥାଇ ଜଣେ ସ୍ଵପ୍ନ ଦେଖିପାରନ୍ତି ଓଡ଼ିଆ ଭାଷାରେ ଜ୍ଞାନକୋଷ ପରି କୋଣାର୍କ ତିଆରି କରିବା ପାଇଁ ! କେତେ ମନୋବଳ ଦୃଢ଼ ହୋଇପାରେ…

ସରଳା ଦେବୀ

ଲେଖା: ନିରଞ୍ଜନ ସାହୁ ୧୯୩୦ ମସିହା। ସତ୍ୟାଗ୍ରହ ଆନ୍ଦୋଳନ ବେଶ୍ ସକ୍ରିୟ ହୋଇ ଉଠୁଥାଏ ଭାରତବର୍ଷରେ। ଓଡ଼ିଶାରେ ତ ଅଭୂତପୂର୍ବ ସଫଳତା ମଧ୍ୟରେ ଆଗେଇ ଚାଲିଥାଏ। ଏହି ସମୟରେ ଜୁଲାଇ ମାସରେ ରେଳଗାଡ଼ିଟିଏ କଟକ ବାଟ ଦେଇ ଯାଉଥାଏ ମାନ୍ଦ୍ରାଜ ସହର ଅଭିମୁଖେ,’ମାନ୍ଦ୍ରାଜ ମେଲ୍’। ହଠାତ୍ କୌଣସି କାରଣ ନଥାଇ କୌଣସି ଷ୍ଟେସନ ନଥାଇ ରେଳଗାଡ଼ି…

ଖାନନଗର

ଲେଖା: ଓଁ ଅଭିଜ୍ଞାନ ସାହୁ ବାଉନୁ ବଜ଼ାର ତେପନ ଗଳିର ସହର ହେଲା ଏଇ କଟକ । ଆଗରେ କ ପଛରେ କ । ଯିଏ ଏହାର ଭେଦ ପାଇଛି ସେ ବର୍ତ୍ତିଯାଇଛି । ଆଜିବି ବେଶି  ଇଂଲିଶ ଝାଡୁଥିବା ଲୋକଙ୍କୁ ରାସ୍ତାରେ ଦେଖିଲେ ଲୋକେ ଥଟ୍ଟାରେ କହନ୍ତି ସ୍ୱାଧୀନତା ପୂର୍ବରୁ ଏ ଇଂରେଜ କଟକ…

ନବକୃଷ୍ଣ ଚୌଧୁରୀ

ଲେଖା: ଦେଵ ତ୍ରିପାଠୀ ସ୍ବାଧୀନତା ସଂଗ୍ରାମର ସ୍ବର୍ଣ୍ଣଗର୍ଭା ଅଦୂର ଅତୀତ । ପଦଯାତ୍ରା ଓ ପାଣ୍ଠିସଂଗ୍ରହ ଲକ୍ଷ୍ୟରେ ଗାନ୍ଧିଜୀଙ୍କ ୧୯୩୪ରେ କଟକ ଆଗମନର କଥା । ଦର୍ଶନାଭିଳାଷୀ ଆବାଳବୃଦ୍ଧବନିତାଙ୍କୁ ହରିଜନ ପାଣ୍ଠି ନିମନ୍ତେ ଚାନ୍ଦା ମାଗୁଥାନ୍ତି ଗାନ୍ଧିଜୀ । ଯିଏ ଯାହାର ଶକ୍ତି ଅନୁସାରେ ଖୁସିମନରେ ଦାନ କରିବାର ଦୃଶ୍ୟ ଥାଏ ବେଶ୍ ଭାବୋଦ୍ଦୀପକ ।…

ଗୋପବନ୍ଧୁ ଚୌଧୁରୀ

ଲେଖା: ଦେଵ ତ୍ରିପାଠୀ ୧୯୨୦ ସାଲ । ନଇବଢ଼ି ସମୟ ।  ବନ୍ୟାବିଧ୍ୱସ୍ତ ଜେନାପୁର ଓ ଅନ୍ୟ ଗ୍ରାମଗୁଡିକରେ ବନ୍ୟାପ୍ରପୀଡ଼ିତ ଲୋକଙ୍କ ଅବସ୍ଥା ଦେଖି କାନ୍ଦି ଉଠିଲା ଯାଜପୁରର ତତ୍କାଳୀନ ଡେପୁଟି ମାଜିଷ୍ଟ୍ରେଟଙ୍କ ଦରଦୀ ହୃଦୟ ।  ସରକାରୀ ସାହାଯ୍ୟକୁ ଅନୁଧ୍ୟାନ କରି ସେତକ ଦେଖି ଯଥେଷ୍ଟ ନୁହେଁ ବୋଲି ଅଧିକ ସାହଯ୍ୟ ନିମନ୍ତେ ଦାବି…