Physical Address
Sai Samarpanam, Satya Vihar, Bhubaneswar
ଲେଖା: ବନ୍ଧନ ଦଳାଇ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରିସିଦ୍ଧ ରଥଯାତ୍ରାର ଅନ୍ତିମପର୍ବ ହେଉଛି “ନୀଳାଦ୍ରିବିଜେ” । ଗୁଣ୍ଡିଚା ମନ୍ଦିରରେ ନବଦିନାତ୍ମକ ଯାତ୍ରା ସାରି ବାହୁଡା ଦଶମୀ ଦିନ ଠାକୁର ମାନେ ଶ୍ରୀମନ୍ଦିରର ସିଂହଦ୍ୱାରକୁ ଫେରନ୍ତି ରଥ ଉପରେ ସୁନାବେଶ ଓ ଅଧରପଣା ନୀତି ସାରି ପରିଶେଷରେ ଠାକୁରମାନେ ରତ୍ନସିଂହାସନକୁ ପ୍ରତ୍ୟାବର୍ତ୍ତନ କରନ୍ତି, ଏଣୁ ଏହାକୁ ‘ନୀଳାଦ୍ରି ବିଜୟ’ ବା…
ଲେଖା: ଦେଵ ତ୍ରିପାଠୀ ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ମତୋ, ଗଦି, ଘଣ୍ଟେଶ୍ୱର, ପୀରହାଟ ଏବଂ ଏଗୁଡ଼ିକର ଆଖପାଖ ଅଞ୍ଚଳକୁ ଭୌଗୋଳିକ ଅବସ୍ଥିତି ଦୃଷ୍ଟିରୁ ‘ଭେଡା’ କୁହାଯାଏ । ଏହି ଅଞ୍ଚଳଟି ସମୁଦ୍ର ପତନଠାରୁ ନିମ୍ନରେ ଥିବା କାରଣରୁ ଅଧିକାଂଶ ସମୟରେ ସମୁଦ୍ରସଂଲଗ୍ନ ନଦୀ ଓ ସେମାନଙ୍କ ଶାଖାନଦୀଗୁଡ଼ିକରେ ଜୁଆର ମାଡିଆସି ସମସ୍ତ ଅଞ୍ଚଳ…
ଲେଖା: ଦେଵ ତ୍ରିପାଠୀ ଆମ କଟକ ଜିଲ୍ଲାର କଥା ! ଥିଲା ଜଣେ ଅଧ୍ୟବସାୟୀ କିଶୋର । ପଇସା ଅଭାବରୁ ସିନା ପାଠ ପଢ଼ି ପାରିଲାନି, ହେଲେ ମନରେ ଥାଏ ଆଗକୁ ବଢ଼ିବାର ସ୍ପୃହା ! ପରିସ୍ଥିତିରେ ପଡ଼ି ଘରଦ୍ଵାର ଛାଡ଼ି ଦିନେ ବିଦେଶମାଟିରେ ଜୀବନ ଜୀଇଁବା ପାଇଁ ହୋଟେଲରେ କାମ କଲା । ବ୍ରାହ୍ମଣ…
ଲେଖା: ଦେଵ ତ୍ରିପାଠୀ ପୌଷର ଆକାଶ ଥାଏ ମେଘଶୂନ୍ୟ । ହସଖୁସିରେ ପୁଲକିତ ଚଷାଭାଇର ଧାନ ଅମଳ ଚାଲିଥାଏ । ମେରୀପୂଜା ସମ୍ପାଦିତ ହୁଏ । ଏହି ମହାର୍ଘ ବେଳାରେ ଆସେ ଧନୁସଙ୍କ୍ରାନ୍ତି, ଆଉ ଏହି ପର୍ବର ପୂର୍ବରୁ ଦକ୍ଷିଣ ଓଡ଼ିଶାରେ ମେଲିଯାଏ ଧନୁମୁଆଁର ପସରା । ଅନ୍ୟ ସବୁ ମିଷ୍ଟାନ୍ନ ବିକ୍ରି ଫିକା ପଡିଯାଏ…