Physical Address
Sai Samarpanam, Satya Vihar, Bhubaneswar

ଲେଖା: ଅରବିନ୍ଦ ମହାନ୍ତି କୁହାଯାଏ, ରୁକୁଣା ରଥ ଅଣଲେଉଟା ! ସେଇ ରୁକୁଣା ରଥର ତତ୍ତ୍ୱ ଆମ ଜୀବନ ଭଳି, ଥରେ ଜୀବରୁ ଜୀବନ ଗଲେ ଆଉ ଫେରେ ନାହିଁ ସେଇ ଭଳି ଏହି ରୁକୁଣା ରଥର ବାହୁଡା ନାହିଁ। ଆମ ଶରୀର ଯେମିତି ପୃଥିବୀରୁ ତିଆରି ସେଇଭଳି ରୁକୁଣା ରଥର ଶରୀର ବି ପୃଥିବୀ।…

ଲେଖା: ଅରବିନ୍ଦ ମହାନ୍ତି ଏକାମ୍ରକ୍ଷେତ୍ର ଭୁବନେଶ୍ୱରର ଅଧିଷ୍ଟାତ୍ରୀ ଦେବୀ ଭାବେ ସୁପରିଚିତା ଦେବୀ ଭୁବନେଶ୍ଵରୀ। ଏକାମ୍ରକ୍ଷେତ୍ର ଯେପରି ଗୁପ୍ତ ସେଇଭଳି ଗୁପ୍ତ ରହସ୍ୟା ଯୁକ୍ତ ଦେବୀଙ୍କ ତତ୍ଵ ମଧ୍ୟ। ସେ ମହାପ୍ରଭୁ ତ୍ରିଭୁବନେଶ୍ଵରଙ୍କ ଶକ୍ତି ସ୍ୱରୁପା। ସେଥିଲାଗି ତାଙ୍କ ନାମ ମଧ୍ୟ ତ୍ରିଭୁବନେଶ୍ଵରୀ। ତ୍ରିଭୁବନେଶ୍ଵରୀ ଶବ୍ଦରୁ ପରବର୍ତ୍ତୀ କାଳରେ ଭୁବନେଶ୍ଵରୀ ନାମ ଉଦ୍ଧୃତ ହୋଇଅଛି। ଏକାମ୍ର…