Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ଅମ୍ବିକା ପଟ୍ଟନାୟକ ଐତିହାସିକ ଦାଣ୍ଡିଯାତ୍ରା ଓ ଶ୍ରୀଜଗନ୍ନାଥ ମନ୍ଦିର l କିଛି ସମ୍ପର୍କ ଅଛି କି? ଟିକେ ପର୍ଯ୍ୟାଲୋଚନା ହେଉ l ମହାତ୍ମା ଗାନ୍ଧୀ ୧୮ ମାର୍ଚ୍ଚ ୧୯୩୦ରୁ ୬ ଏପ୍ରିଲ ୧୯୩୦ ଆରମ୍ଭ କରିଥିଲେ ସବରମତୀ ଆଶ୍ରମରୁ ଦାଣ୍ଡି ସମୁଦ୍ରକୂଳ, ଦୁଇଶ କୋଡିଏ କିଲୋମିଟର ଯାତ୍ରା l “ଲବଣ ସତ୍ୟାଗ୍ରହ” ନାମରେ ଖ୍ୟାତ…
ଲେଖା: ନିରଞ୍ଜନ ସାହୁ ବିନୋଦ କାନୁନଗୋ ! ୧୯୫୨ ମସିହାରେ ଗୋଟିଏ ଟଙ୍କା ହାତରେ ଧରି, ନିର୍ବାଚନୀ ବୈତରଣୀ ପାର ନ ହୋଇ ପାରି, ମାତ୍ର ଦଶମ ଶ୍ରେଣୀ ଶିକ୍ଷାଗତ ଯୋଗ୍ୟତା ଥାଇ ଜଣେ ସ୍ଵପ୍ନ ଦେଖିପାରନ୍ତି ଓଡ଼ିଆ ଭାଷାରେ ଜ୍ଞାନକୋଷ ପରି କୋଣାର୍କ ତିଆରି କରିବା ପାଇଁ ! କେତେ ମନୋବଳ ଦୃଢ଼ ହୋଇପାରେ…
ଲେଖା: ବିଶ୍ୱଜିତ ରାଉତରାୟ ଅଣଓଡିଆ ଝିଅଟିଏ । ଜନ୍ମ ତାଙ୍କର ସମ୍ଭ୍ରାନ୍ତ ଘରେ । ଶାନ୍ତିନିକେତନରେ ପାଠପଢା । ସେ ମେଧାବୀ ସେ ହସ୍ତଶିଳ୍ପୀ ସେ ସଙ୍ଗୀତଜ୍ଞା ସେ ଥିଲେ ସର୍ବଗୁଣସମ୍ପନ୍ନା । ପରିଚୟ ହେଲା ଦିନେ ଜଣେ ଓଡିଆପୁଅ ସହିତ ! ପରିଚୟ ଶୁଭପରିଣୟରେ ପରିବର୍ତ୍ତନ ହେଇଗଲା । ନିଜର ଆତ୍ମୀୟ ଓ ଅତୀତ…
ଲେଖା: ନିରଞ୍ଜନ ସାହୁ ୧୯୩୦ ମସିହା। ସତ୍ୟାଗ୍ରହ ଆନ୍ଦୋଳନ ବେଶ୍ ସକ୍ରିୟ ହୋଇ ଉଠୁଥାଏ ଭାରତବର୍ଷରେ। ଓଡ଼ିଶାରେ ତ ଅଭୂତପୂର୍ବ ସଫଳତା ମଧ୍ୟରେ ଆଗେଇ ଚାଲିଥାଏ। ଏହି ସମୟରେ ଜୁଲାଇ ମାସରେ ରେଳଗାଡ଼ିଟିଏ କଟକ ବାଟ ଦେଇ ଯାଉଥାଏ ମାନ୍ଦ୍ରାଜ ସହର ଅଭିମୁଖେ,’ମାନ୍ଦ୍ରାଜ ମେଲ୍’। ହଠାତ୍ କୌଣସି କାରଣ ନଥାଇ କୌଣସି ଷ୍ଟେସନ ନଥାଇ ରେଳଗାଡ଼ି…
ଲେଖା: ଦେଵ ତ୍ରିପାଠୀ ୧୯୨୦ ସାଲ । ନଇବଢ଼ି ସମୟ । ବନ୍ୟାବିଧ୍ୱସ୍ତ ଜେନାପୁର ଓ ଅନ୍ୟ ଗ୍ରାମଗୁଡିକରେ ବନ୍ୟାପ୍ରପୀଡ଼ିତ ଲୋକଙ୍କ ଅବସ୍ଥା ଦେଖି କାନ୍ଦି ଉଠିଲା ଯାଜପୁରର ତତ୍କାଳୀନ ଡେପୁଟି ମାଜିଷ୍ଟ୍ରେଟଙ୍କ ଦରଦୀ ହୃଦୟ । ସରକାରୀ ସାହାଯ୍ୟକୁ ଅନୁଧ୍ୟାନ କରି ସେତକ ଦେଖି ଯଥେଷ୍ଟ ନୁହେଁ ବୋଲି ଅଧିକ ସାହଯ୍ୟ ନିମନ୍ତେ ଦାବି…
ଲେଖା: ଦେଵ ତ୍ରିପାଠୀ ଐତିହାସିକ ଷ୍ଟର୍ଲିଂଙ୍କ ମତରେ ସେତେବେଳେ ଭାରତବର୍ଷରେ ସର୍ବଶ୍ରେଷ୍ଠ ଲୁଣ ଆମ ଓଡ଼ିଶାରେ ହିଁ ମିଳୁଥିଲା, ଏବଂ ସର୍ବସାଧାରଣଙ୍କ ଦ୍ଵାରା ବହୁଳ ପରିମାଣରେ ଉତ୍ପାଦିତ ହେଉଥିବା କାରଣରୁ ଓଡିଆଙ୍କ ଜୀବନ, ଜୀବିକା ଓ ଅର୍ଥନୀତିରେ ଏହାର ପ୍ରଭାବ ଥିଲା ଅତୁଳନୀୟ । କିନ୍ତୁ ଇଷ୍ଟ ଇଣ୍ଡିଆ କମ୍ପାନୀର ଲବଣ ଆଇନ ଫଳରେ ଲୋକେ…