Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ ୧୯୫୨ ମସିହା, ବାଙ୍କାବଜାର, କଟକ । କୌଣସି ଏକ କାମରେ ତରବର ହୋଇ ଚାଲିଯାଉଥିଲେ ବିଜୁବାବୁ । ସୁମଧୁର ସଙ୍ଗୀତ ଓ ବାଦ୍ୟ ଶୁଣି ଗୋଟେ ଚାଳଘର ଭିତରକୁ ଆସିଗଲେ ସେ । ନୃତ୍ୟସଙ୍ଗୀତ ସହ କେଉଁ ଏକ ନାଟକର ରିହରସାଲ୍ ଦେଖିଥିଲେ ସେଇ ଚାଳଘର ଭିତରେ, ସେଇ ଚାଳଘରଟି ଥିଲା…

ଲେଖା: ଦେଵ ତ୍ରିପାଠୀ ଗାଁ ମୁଲକର ସଞ୍ଜ ସତରେ ନିଆରା, ଅଭୁଲା । ସାରାଦିନର ଅକ୍ଲାନ୍ତ ପରିଶ୍ରମ ପରେ ଘରକୁ ଫେରନ୍ତି ଚଷାଭାଇମାନେ, ଖଟିଖିଆ ମାନେ, ପକ୍ଷୀମାନେ ହୋଇ ଯା’ନ୍ତି ନୀଡ଼ ମୁହାଁ । ଘଣ୍ଟଘଣ୍ଟା ଓ କରତାଳ ମିଶା ହରିଭଜନ ଭାସିଆସେ ଅଦୂରର କେଉଁ ମନ୍ଦିର କି ଗ୍ରାମଦେବତୀ ପୀଠରୁ । ସହରରେ ସିନା…

ଲେଖା: ଶିବାଶିଷ ମହାପାତ୍ର ବିଶେଷତଃ କଳିଯୁଗେ, ଦୋଳଯାତ୍ରା ବିଧିୟତେଃ । ଫାଲଗୁନସ୍ୟ ଚତୁର୍ଦ୍ଦଶ୍ୟାଃମ୍ ଅଷ୍ଟମେ ନାମସଂଯକଃ ।। (ପଦ୍ମ ପୁରାଣ ) ଦୋଳରେ ଝୁଲିବେ ଭଗବାନ । ଝୁଲନ୍ତି କେତେବେଳେ ? ଯେତେବେଳେ ଶାନ୍ତ ସୁକୁମଳ ପରିବେଶ ଥିବ, ଅବଶ ଶରୀରକୁ ଲୋଟଣି ପାରା ଭଳିଆ ଲେଟେଇ ଦେଇ ଚିନ୍ତା କରୁଥିବେ ଆନନ୍ଦରେ, ତା’…

ଲେଖା: ଦେଵ ତ୍ରିପାଠୀ ଓଡିଶାରେ ବୋଦ୍ଧଧର୍ମର ବିଲୟ, ତାନ୍ତ୍ରିକଧର୍ମର ଅଭ୍ୟୁଦୟ ଓ ଭକ୍ତିଧର୍ମର ଆତ୍ମପ୍ରକାଶ ପରେ ‘ଆଧ୍ୟାତ୍ମିକ ମନୋରଞ୍ଜନ’ର ମାଧ୍ୟମ ଭାବରେ ପରିପ୍ରକାଶ ପାଇଥିଲା ସୁଲଳିତ ପଦାବଳୀ ସମ୍ବଳିତ ସାଙ୍ଗୀତିକତାରେ ଉଛ୍ୱସିତ “ଲୀଳା” ଯୁଗର ମହାର୍ଘ ପରମ୍ପରା । ଲୋକନାଟକର ସଶକ୍ତ ଶାଖା ରୂପେ ଏହି ଲୀଳାଯୁଗର ପ୍ରବର୍ତ୍ତକ ଥିଲେ ଭକ୍ତିଯୁଗର ଉଦ୍ଗାତା ଅତିବଡ଼ି ଜଗନ୍ନାଥ…

ଲେଖା: ଦେଵ ତ୍ରିପାଠୀ ଆମ ମାଟିର ସଂସ୍କୃତି, ପରମ୍ପରା, ଲୋକକଳା ଆଦି ବୁଡି ଯାଉଥିବା ଦେଖି ଆମେ ଓଡ଼ିଆଏ ଯେ କେତେ ଛାତି ଫଟାଇ କାନ୍ଦିବାର ଅଭିନୟ କରୁ, ସଂସ୍କୃତିର ଦାହ ସଂସ୍କାର କରୁ କରୁ କୁମ୍ଭୀର ଲୁହ ଝରାଇ ନିଜ ଓଡ଼ିଆମିର ପରିଚୟ ଦେଉ ! ସଂସ୍କୃତି, ଐତିହ୍ୟକୁ ଅଣଦେଖା କରିବାର ଦୋଷଟି ସରକାର…