Tag ଶତାବ୍ଦୀର ସୂର୍ଯ୍ୟ

ଓଡ଼ିଆ ସାହିତ୍ୟର ଜ୍ଞାନସିଦ୍ଧ ଭୀଷ୍ମ ପିତାମହ ସେନାପତି ଫକିରମୋହନ

ପତ୍ର ପାଇବା ଓ ଉତ୍ତର ଦେବାରେ ଦି' ପଇସା ଖର୍ଚ୍ଚ, କିନ୍ତୁ ସେଇ ଦି' ପଇସାର ମୂଲ୍ୟ ବୋଧହୁଏ ଗୋଦାବରୀଶଙ୍କ ପାଇଁ  ଥିଲା ଦୁଇ ଲକ୍ଷ ଟଙ୍କାରୁ ଅଧିକ i କାରଣ ଫକୀରମୋହନକ ପରି ମହାସିନ୍ଧୁଙ୍କ ସଙ୍ଗେ ତାଙ୍କ ଜୀବନର କ୍ଷୁଦ୍ର ପାଣିଟୋପାଟିକୁ ନେଇ ମିଶାଇ ପାରିଥିଲା ସେଇ ପତ୍ର . .

ଓଡ଼ିଆ ସାହିତ୍ୟର ଦିଗବାରେଣି ସ୍ତମ୍ଭ ଯଶସ୍ବୀ ସାହିତ୍ୟରଥୀ ସୁରେନ୍ଦ୍ର ମହାନ୍ତି (Surendra Mohanty)

ଲେଖା: ନିରଞ୍ଜନ ସାହୁ ଜଣେ ପ୍ରଥିତଯଶା ସାହିତ୍ୟକାର ଭାବେ ସୁରେନ୍ଦ୍ର ମହାନ୍ତି ଓଡ଼ିଆ ସାହିତ୍ୟର ଚିରନ୍ତନ ଗର୍ବ। ଗଳ୍ପ, ଉପନ୍ୟାସ, ନାଟକ, ଜୀବନୀ, ଆତ୍ମଜୀବନୀ, ସାହିତ୍ୟ ସମାଲୋଚନା, ପ୍ରବନ୍ଧ, ମୁକ୍ତ ଆଙ୍ଗିକଧର୍ମୀ ଗଦ୍ୟ ଇତ୍ୟାଦିରୁ ତାଙ୍କ ପ୍ରତିଭାକୁ ଆକଳନ କରାଯାଇପାରେ। ~ ଅନନ୍ୟ ସୃଷ୍ଟିସମ୍ଭାର ~ ‘ନୀଳଶୈଳ’, ‘ଅନ୍ଧଦିଗନ୍ତ’, ‘ଶତାବ୍ଦୀର ସୂର୍ଯ୍ୟ’, ‘କୁଳବୃଦ୍ଧ’, ‘ନୀଳାଦ୍ରି ବିଜୟ’,…

ଉତ୍କଳ ସନ୍ତାନ

ସୌରଭିତ ସୃଷ୍ଟି: ଜାତୀୟଗୌରବ ଶତାବ୍ଦୀର ସୂର୍ଯ୍ୟ କୁଳବୃଦ୍ଧ ମଧୁସୁଦନ ଦାସ ଉତ୍କଳୀୟ ଜନଜାଗରଣ କ୍ଷେତ୍ରରେ ମଧୁବାବୁ ଥିଲେ ମନ୍ତ୍ରଦାତା, ଉତ୍କଳୀୟ ଜାତୀୟତାର ବ୍ୟାଖ୍ୟାକାର, ତାଙ୍କର ଲେଖା ଓ ଭାଷଣରେ ଥିଲା ମନ୍ତ୍ରର ଉଦାତ୍ତ ଉଚ୍ଚାରଣ ପରି ବିଖଣ୍ଡିତ ଓଡ଼ିଆ ଜାତିର ଏକତ୍ରୀକରଣ ପାଇଁ ପ୍ରବଳ ଉଦ୍ଦୀପନାର ବାଣୀ, ଯାହାକୁ ଆଧାର କରି ସେ ଆରମ୍ଭ କରିଥିଲେ…

ସତ୍ୟବାଦୀ ବନବିଦ୍ୟାଳୟ

ଲେଖା: ଦେଵ ତ୍ରିପାଠୀ ୧୯୧୩ ମସିହା ଖରାଦିନ । ଓଡ଼ିଶା ମାଟିର ଜାତୀୟଗୌରବ ଶତାବ୍ଦୀର ସୂର୍ଯ୍ୟ କୁଳବୃଦ୍ଧ ମଧୁସୂଦନ ଦାସ ଆସି ସବୁକିଛି ବୁଲି ଦେଖୁ ଦେଖୁ ପ୍ରଶଂସା ମୁଖରିତ ହୃଦୟରେ କହିପକାଇଲେ, “ଏ ମାଟିରେ ନାଳନ୍ଦାଟିଏ ଠିଆ କରିଦେଲ ଗୋପବନ୍ଧୁ ! ଏ ବିଦ୍ୟାଳୟକୁ ତ ଇଟାପଥର କି ଟଙ୍କାରେ ଗଢିନ; ରକ୍ତ, ମାଂସ…