Tag ଶାଳଗ୍ରାମ

ଶାଳଗ୍ରାମ

ଲେଖା: ଶ୍ରୀଜଗନ୍ନାଥଙ୍କ ଜନୈକ ଚରଣାଶ୍ରିତ ଶାଳଗ୍ରାମ ପୂଜା କଲେ ଶତଜନ୍ମର ପାପ କ୍ଷୟ ହୋଇଥାଏ ।  ଆମ ହିନ୍ଦୁ ଧର୍ମର ପ୍ରତ୍ୟକ୍ଷ ଦେବତା ହେଉଛନ୍ତି ବ୍ରହ୍ମା, ବିଷ୍ଣୁ ଓ ମହେଶ୍ୱର; କିନ୍ତୁ ବ୍ରହ୍ମାଙ୍କୁ ଶଙ୍ଖ ସ୍ୱରୂପ, ବିଷ୍ଣୁଙ୍କୁ ଶାଳଗ୍ରାମ ସ୍ୱରୂପ ଓ ଶିବଙ୍କୁ ଲିଙ୍ଗ ସ୍ୱରୂପରେ ପୂଜା କରାଯାଏ; ଶାଳଗ୍ରାମ ହେଉଛନ୍ତି ଦୁର୍ଲଭ; ଏହା ଖୁବ…