ଗୀତଗୋବିନ୍ଦ
ସେହି ଯୁବକ ବ୍ରାହ୍ମଣ ଜୟଦେବଙ୍କ ଭିତରେ ତମେ କ’ଣ ଦେଖିଥିଲ ନିଜକୁ ! ସେଇଥିପାଇଁ ହେ ବିଦ୍ଗଧ ମାଧବ, ଆପଣେଇ ନେଇଥିଲ କି ପଦ୍ମାବତୀଙ୍କୁ ? ରାଧାରାଣୀ ପଦ୍ମାବତୀ ରୂପେ ଏବଂ ଶ୍ରୀକୃଷ୍ଣ ଜୟଦେବ ରୂପରେ ସତରେ ତେବେ କ’ଣ ଧରାବତରଣ ହୋଇଥିଲେ ନିଜର ଲୀଳା ପ୍ରଚାର ସହ ଅନୁପମ ଶ୍ରୀଗୀତଗୋବିନ୍ଦ ରଚନା କରିବାକୁ ?