Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଲେଖା: ତ୍ରିଲୋଚନ ସ୍ୱାଇଁ ~ ଐତିହ୍ୟନଗରୀ ସୁବର୍ଣ୍ଣପୁର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l କୋଣାନୁକୋଣରେ ତା’ର କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ କଳାରେ ଭରା ଏଇ ଉତ୍କଳ…
ଲେଖା: ଶିଶିର ସାହୁ ମନୋଜ ଆଜି ଯେଉଁଠାରେ ସୋନପୁର ଅଛି ସେଠାରେ ଆଗେ ସହର ନଥାଇ ଗୋଟିଏ ଛୋଟ ଗାଆଁ ଥିଲା । ସେ ଗାଆଁରେ ଜଣେ ଶିବଭକ୍ତ ସାଧବ ଥିଲେ । ଦିନେ ସେ ବହୁତ ଗୁଡି଼ଏ ଲଦା ବଳଦ ଘେନି ତେଲ ନଦୀ ଆରପାରିକୁ ବେପାର କରିବାକୁ ବାହାରିଥିଲେ । ସେହି ଗାଆଁରୁ ଖଣ୍ଡେ ଦୂର…
ଲେଖା: ଶିବାଶିଷ ମହାପାତ୍ର ତନ୍ତ୍ର, ମନ୍ତ୍ର, ଯନ୍ତ୍ରର ଏକ ପ୍ରମୁଖ ସ୍ଥାନ ସୁବର୍ଣ୍ଣପୁର ସହର । ଅଷ୍ଟଚଣ୍ଡୀ, ଅଷ୍ଟବିଷ୍ଣୁ, ଅଷ୍ଟଶମ୍ଭୁ ତଥା ଅଷ୍ଟମହାବୀରଙ୍କ ପୀଠ ବୋଲି ଏହା ବିବେଚିତ । ପଶ୍ଚିମ ଲଙ୍କା ଭାବରେ ଏହା ପ୍ରସିଦ୍ଧ ତଥା ବୀର ପର୍ଶୁରାମଙ୍କ ମାଟି ବୋଲି ମଧ୍ୟ ପରିଚିତ । ତିନି ଗୋଟି ନଦୀର ସଙ୍ଗମ ପାଇଁ…
ଲେଖା: ଶିବାଶିଷ ମହାପାତ୍ର ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଦେଖାଯାଏ ଦେବୀପୂଜା । କାହିଁ କେଉଁ ଆବହମାନ କାଳରୁ ଏଠାରେ ବାସ କରୁଥିବା ଆଦିମ ଅଧିବାସୀମାନେ ନିଜର ସୁଖଦୁଃଖ, ହାରିଗୁହାରୀ ସମୟରେ କରିଥାନ୍ତି ଦେବୀ ଉପାସନା ତଥା ଦେବୀଙ୍କ ସାନ୍ନିଧ୍ୟ ଲାଭ ପାଇଁ ତଥା ଦେବୀଙ୍କୁ ଖୁସି କରିବା ପାଇଁ ଦେଇଥାନ୍ତି ନର, ପଶୁ ଅବା…
ଉପସ୍ଥାପନା: ଶିବାଶିଷ ମହାପାତ୍ର ହିନ୍ଦୁ ଧର୍ମରେ ମୃତ୍ୟୁ ପରେ ମଧ୍ୟ ଆତ୍ମାକୁ ଗୁରୁତ୍ବ ଦିଆଯାଇଛି । ପବିତ୍ର ମହାଳୟା ଦିନକୁ ଓଡ଼ିଆ ଶାସ୍ତ୍ରରେ ଏକ ସ୍ବତନ୍ତ୍ର ତଥା ବିଶେଷ ମାନ୍ୟତା ପ୍ରଦାନ କରାଯାଇଛି । ଏହି ଦିନ ଉତ୍କଳୀୟ ପରମ୍ପରା ଅନୁସାରେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଅର୍ପଣ କରାଯାଇଥାଏ । ବିଶ୍ବାସ ରହିଛି ଯେ ପିତୃଲୋକରେ ଖାଦ୍ୟ,…
ଉପସ୍ଥାପନା: ଶିବାଶିଷ ମହାପାତ୍ର ଶଙ୍ଖ ଚକ୍ର ତ୍ରିଶୂଳ ଡମ୍ବରୁ ଖଡ଼ଗ ଖର୍ପର ଧାରିଣୀ ଧନୁର୍ବାଣ କୁଠାର ମଙ୍କୁଶ ଦାନବ କୁଳ ଛେଦିନୀ ଜଟାଜୁଟ ସୁଚାରୁ ମଣ୍ଡିତ ରକ୍ତବସ୍ତ୍ର ସୁମେ ଖଳା ଘୋର ଘର୍ଘର ଘୋର ଗର୍ଜିତଂ ଧୂମ୍ରଲୋଚନୀ ତ୍ରାହିମାଂ …. ଶୁକ ଗୌତମ ବ୍ରହ୍ମା ନାରଦ ବ୍ୟାସ କଶ୍ୟପ ଧ୍ୟାୟିନୀ ଇନ୍ଦ୍ର ଚନ୍ଦ୍ର କୁବେର ଦଶଦିଗପାଳ…
ଲେଖା: ଶିବାଶିଷ ମହାପାତ୍ର ଓଡ଼ିଶାରେ ପାଳନ କରାଯାଏ ବାର ମାସରେ ତେର ପର୍ବ ଏବଂ ଏହା ବ୍ୟତୀତ ଥାଏ ଅନେକ ଗୁଡିଏ ନୀତିକାନ୍ତି । ଓଡ଼ିଶାର ଆରାଧ୍ୟ ଦେବତାଙ୍କୁ କେନ୍ଦ୍ର କରି ବିଭିନ୍ନ ପର୍ବପର୍ବାଣୀ ପାଳିତ ହୁଏ । ଏସବୁ ପାର୍ବଣ ଦିନ ମାନଙ୍କରେ ହୋଇଥାଏ ସ୍ବତନ୍ତ୍ର ନୀତି ନିୟମ ଶ୍ରୀମନ୍ଦିରରେ । ଭିନ୍ନ ଭିନ୍ନ…
ଲେଖା: ଦେଵ ତ୍ରିପାଠୀ ଚଳିତ ଦଶନ୍ଧିରେ ଯଦି କୌଣସି ବୁଦ୍ଧିଜୀବି ମୌଳିକ ତଥା କ୍ଲାସିକ ଓଡ଼ିଆ ଚଳଚ୍ଚିତ୍ରମାନ ଦେଖିବାକୁ ଇଛା କରନ୍ତି ତେବେ ନଜରକୁ ଆସେ “ଶଳାବୁଢା”, “ଆଦିମବିଚାର” ପରି ବହୁ ସମ୍ମାନଜନକ ଆନ୍ତର୍ଜାତୀୟ ପୁରସ୍କାରପ୍ରାପ୍ତ ଚଳଚ୍ଚିତ୍ର I ଉଭୟ ବ୍ୟବସାୟିକ ଓ ସମାନ୍ତରାଳ ଚଳଚ୍ଚିତ୍ରରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ମହାନ ଯଶସ୍ୱୀ ନିର୍ଦ୍ଦେଶକ କଳିଙ୍ଗରତ୍ନ ସବ୍ୟସାଚୀ ମହାପାତ୍ରଙ୍କ…
ଲେଖା: ଦେଵ ତ୍ରିପାଠୀ ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାଏ (ଲୋକମୁଖରେ ବକ୍ସି ଜଗବନ୍ଧୁ ଓ ପାଇକ ବକ୍ସି ନାମରେ ଜଣା) ଖୋର୍ଦ୍ଧା ମହାରାଜାଙ୍କର ସେନାପତି ଓ ବକ୍ସି ଥିଲେ । ଭାରତୀୟ ମୁକ୍ତି ସଂଗ୍ରାମର ଆଦ୍ୟକାଳରେ ସେ ଥିଲେ ଜଣେ ପ୍ରଚଣ୍ଡ ଯୋଦ୍ଧା । ପାଇକ ବିପ୍ଳବୀମାନେ ତାଙ୍କର ନେତୃତ୍ୱରେ ୧୮୧୭ ମସିହାରେ ଫିରିଙ୍ଗି…
ଲେଖା: ଶିବାଶିଷ ମହାପାତ୍ର ତନ୍ତ୍ର, ମନ୍ତ୍ର ଏବଂ ମନ୍ଦିରର ସହର ସୁବର୍ଣ୍ଣପୁର । ଅତି ପୁରାତନ ତଥା ପ୍ରାଚୀନ ଲୋକକଥା ଏବଂ କିମ୍ବଦନ୍ତୀରେ ଭରପୁର ସୁବର୍ଣ୍ଣପୁର ଜିଲ୍ଲାର ଇତିହାସ । ଐତିହାସିକଙ୍କ ମତ ଅନୁସାରେ ପ୍ରାଚୀନ ସହର କଟକ ଠାରୁ ମଧ୍ୟ ପୁରାତନ ସୁବର୍ଣ୍ଣପୁର ସହରର ସଭ୍ୟତା । ପର୍ଶୁରାମଙ୍କ ଭୂମି ତଥା ପଶ୍ଚିମ ଲଙ୍କା…