Physical Address
Sai Samarpanam, Satya Vihar, Bhubaneswar
ସୌରଭିତ ସୃଷ୍ଟି: ଗୋଦାବରୀଶ ମହାପାତ୍ର ଓଡ଼ିଆ ଜାତିର ସେ ଘଡିସନ୍ଧି ମୁହୂର୍ତ୍ତରେ ସୃଷ୍ଟି ହୋଇଥିଲା କେତେ କେତେ ଜାଗରଣର କବିତା, ଯାହା ଉତ୍କଳୀୟ ନବଜାଗରଣର ତୂର୍ଯ୍ୟନାଦ ଭଳି ପ୍ରତିଧ୍ୱନିତ ହେଉଛି ଏ ଯାବତ । ସ୍ବଭାଷା, ସାହିତ୍ୟ, କବିତା, ନାଟକ, ଉପନ୍ୟାସର ଆତ୍ମବିକାରେ ଏକ ଜାଗୃତିର ହିଲ୍ଲୋଳ ପ୍ରବାହିତ ହେଲା ଓଡ଼ିଶା ମାଟିରେ । ସେସବୁ…
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ କଟକ ଶବ୍ଦର ବ୍ୟାଖ୍ୟା: କଟ=ବେଷ୍ଟନ କରିବା+କର୍ତ୍ତୃ. ଅକ ଏ ଶବ୍ଦର ସଂସ୍କୃତ ବିଶେଷ୍ୟ ହିସାବରେ ଯେଉଁ ଅର୍ଥ ସବୁ ଭାଷାକୋଷରେ ଅଛି ତାହା ଏଠାରେ ଦିଆଗଲା …. ୧●ସାନୁ; ପର୍ବତର ମଧ୍ୟଦେଶ★ ୨● ବଳୟ; ହାତଖଡ଼ୁ ୩●ଗୋଡ଼ଖଡ଼ୁ ୪●ଚକ୍ର ★ ୫● ନଗର; ରାଜଧାନୀ★ ୬●ସୈନ୍ୟ★ ୭●…
ଲେଖା: ଦେଵ ତ୍ରିପାଠୀ ଚଣ୍ଡୀମାତା, ଧବଳେଶ୍ଵର, ସିଦ୍ଧେଶ୍ୱର, ସର୍ପେଶ୍ୱର, ଅମରେଶ୍ୱର, ଗଡ଼ଗଡେଶ୍ୱର ପରି ବହୁବିଦିତ ପ୍ରାଚୀନ ମନ୍ଦିରଗୁଡିକ ପାଇଁ ଖ୍ୟାତିମାନ୍ ମହାନଗର କଟକରେ ମଧ୍ୟ ରହିଛି କେତୋଟି ପ୍ରାଚୀନ ଗଣେଶ ମନ୍ଦିର, ତନ୍ମଧ୍ୟରୁ କେଉଁଟି ମୋଗଲ ଓ ମରହଟ୍ଟା ସମୟର, ତ କେଉଁଟି କଳାମୁଗୁନି ପଥରର, ଆଉ କେଉଁଟି ଶଙ୍ଖମର୍ମର, ପୁଣି କେଉଁଟି ଅତ୍ୟନ୍ତ ବିରଳ…
ଲେଖା: ଦେଵ ତ୍ରିପାଠୀ ୧୧୮୦ ଖ୍ରୀଷ୍ଟାବ୍ଦ ପାଖାପାଖି କୌଣସି ସମୟ । ମହାରାଜା ଦ୍ଵିତୀୟ ଅନଙ୍ଗଭୀମ ଦେଵ ଚଉଦ୍ଵାର ରାଜବାଟୀରୁ ମହାନଦୀ ପାର ହୋଇ ଆସି ପହଞ୍ଚିଲେ ସେଠାରେ । ସେ ସ୍ଥାନଟିର କି ଅଜଣା ଆକର୍ଷଣ ଓ ମାହାତ୍ମ୍ୟ ସେ ଅନୁଭବ କଲେ, କ୍ଷଣିକେ ଯୋଜନା କରିଥିଲେ ସେଠାରେ ଗଡ଼ଟିଏ ପ୍ରତିଷ୍ଠା କରିବା ପାଇଁ…