Physical Address
Sai Samarpanam, Satya Vihar, Bhubaneswar

ଲେଖା: ତେଜସ୍ୱ ତ୍ରିପାଠୀ ~ ବାହୁନୁଛି ଦୁର୍ଗ ବାରବାଟୀ ~ ବାରବାଟୀ ଷ୍ଟାଡିୟମର ଆଗରେ ଥିବା ଖୋଲା ପଡ଼ିଆରେ ଥରେ ବୁଲୁଥିଲା ମନ୍ଦମଳୟର ସ୍ପର୍ଶରେ ମନ ଆନ୍ଦୋଳିତ ହେଉଥାଏ l ହଠାତ ଶୁଣାଗଲା ପବନରେ ଏକ ଅସ୍ପଷ୍ଟ କାନ୍ଦଣାର ସ୍ୱର l ସତେ ଅବା ଗୁମୁରି ଗୁମୁରି କିଏ କାନ୍ଦୁଚି l ମାତ୍ର କିଏ ସେ…

ଲେଖା: ତେଜସ୍ବ ତ୍ରିପାଠୀ ~ ବାରବାଟୀ ~ “ବାରବାଟୀ” ଏ ନାମ ହିଁ ଯଥେଷ୍ଟ l ଏ ନାମ ନିଜେ ହିଁ ନିଜର ପରିଚୟ l ଏ ନାମ ଉଚ୍ଚାରଣ ମାତ୍ରେ ପ୍ରତି ଉତ୍କଳୀୟ ଧମନୀର ପ୍ରତି ରକ୍ତ ବିନ୍ଦୁରେ ଦେଶପ୍ରୀତି ଜାଗ୍ରତ ହୁଏ l ଆଉ ଶତ୍ରୁ ବୁକୁରେ ଖେଳିଯାଏ ଅଜଣା ଭୟର ଆତଙ୍କ…

ଲେଖା: ରୁଦ୍ର ନାରାୟଣ ସାହୁ ~ ନବତଳ ପ୍ରାସାଦ ବାରବାଟୀ ଦୁର୍ଗ ~ ବାରବାଟୀ ଦୁର୍ଗ ମଧ୍ୟରେ ରାଜା ମୁକୁନ୍ଦଦେବ ଗୋଟିଏ ପ୍ରକାଣ୍ଡ ନବତଳ ପ୍ରାସାଦ ନିର୍ମାଣ କରାଇ ତହିଁରେ ବାସ କରୁଥିଲେ ଏବଂ ଆଶ୍ଚର୍ଯ୍ୟର କଥା ଏହା ଯେ ପ୍ରାସାଦଟି ଏଡ଼େ ପ୍ରକାଣ୍ଡ ଏବଂ ତାହା ପୁଣି ଧଳାମୁଗୁନି ପଥରରେ ନିର୍ମିତ ହୋଇଥିଲା ।…

ଲେଖା: ନିରଞ୍ଜନ ସାହୁ ~ ଐତିହାସିକ ପଣ୍ଡିତ କୃପାସିନ୍ଧୁ ମିଶ୍ର ~ ଇତିହାସ ଏକ ନିରବଚ୍ଛିନ୍ନ ଘଟଣା ପ୍ରବାହର ବର୍ଣ୍ଣନା । ଜାତି ପରେ ଜାତି, ବଂଶ ପରେ ବଂଶ ଓ ବ୍ୟକ୍ତି ପରେ ବ୍ୟକ୍ତିର କ୍ରମନ୍ଵୟତା ଓ ଘଟଣାର ଆବୃତ୍ତି, ପୁନରାବୃତ୍ତି ମଧ୍ୟରେ ସତ୍ୟ ଓ ପ୍ରାମାଣିକତା ହିଁ ଇତିହାସ । ଯୁଗ କ୍ରମରେ,…

ଲେଖା: ସନ୍ତୋଷ ପଟ୍ଟନାୟକ ~ ମାରଦା ମନ୍ଦିରର ଅନନ୍ୟ ଗାଥା ~ ଜଗନ୍ନାଥଙ୍କ କରୁଣାରୁ ଏ ସୃଷ୍ଟି ଜୀବନ ପାଇଛି । ଗତିଶୀଳ ଅଛି ପୁଣି ଆଗାମୀ ବଂଶଧରମାନଙ୍କ ପାଇଁ ଆଗକୁ ବି ବଞ୍ଚିରହିବ। ଏ ଅନନ୍ତ ବ୍ରହ୍ମାଣ୍ଡର କେହି ଜଣେ ନିଶ୍ଚିତ ନିୟାମକ ଅଛନ୍ତି ଏଥିରେ ଦ୍ୱିରୁକ୍ତି ନାହିଁ। ଦେଖନ୍ତୁ ଅନୁଭବ କରନ୍ତୁ କେତେ…