Dola Jatra

ମନେପଡେ ଦୋଳଯାତ୍ରା କଥା

ଦାଣ୍ଡ ଲିପା ହୋଇଥିବ ଗୋବରରେ, ଚିତ୍ର ହୋଇଥିବ ନାନାବର୍ଣ୍ଣୀ ମୁରୁଜରେ । ସେଇ ମୁରୁଜଅଙ୍କା ଚିତ୍ର ଉପରେ ବିରାଜମାନ ହେବେ ରାଧାକୃଷ୍ଣ, ବିମାନରେ ବିଜେ କରି ।…

4 years ago