Physical Address
Sai Samarpanam, Satya Vihar, Bhubaneswar
ଲେଖା: ନିରଞ୍ଜନ ସାହୁ ~ ଓଡ଼ିଆପୁଅ ଜୟଦେବ ~ “ଲଳିତଲବଙ୍ଗଲତା ପରିଶୀଳନ କୋମଳ ମଳୟ ସମୀରେ ମଧୁକରନିକର କରଂବିତ କୋକିଳ କୂଜିତ କୁଞ୍ଜକୁଟୀରେ, ବିହରତି ହରିରିହ ସରସ ବସନ୍ତେ, ନୃତ୍ୟତି ଯୁବତୀଜନେନ ସମଂ ସଖି ବିରହିଜନସ୍ୟ ଦୁରନ୍ତେ।” ଲଳିତ ଶବ୍ଦ ପ୍ରୟୋଗ ଓ ପଦବିନ୍ୟାସରେ ବିଶ୍ୱବାସୀଙ୍କୁ ଚକିତ କରିପାରିଥିବା ମହାନ୍ ସଂସ୍କୃତ କବି, ‘ଗୀତଗୋବିନ୍ଦ‘ର ରଚୟିତା…
ଲେଖା: ନିରଞ୍ଜନ ସାହୁ ହେ ମାଧବ ! ରାଗାତ୍ମିକା ଭକ୍ତିର ଏହି ବାରଟି ସର୍ଗ ଭଗବତ୍ ଲୀଳା ମାଧ୍ୟମରେ ଗୀତଗୋବିନ୍ଦ ମହାକାବ୍ୟରେ ପ୍ରକାଶିତ। ତାହାହିଁ ତମର ନିଜ କଥା । ପ୍ରାଚୀ ଉପତ୍ୟକାର ଦ୍ଵାଦଶ ମାଧବ ବୋଧେ ଏହି ଦ୍ଵାଦଶ ସର୍ଗର ଭିତ୍ତି ! ହ୍ଲାଦିନୀ ଅଂଶ ସମ୍ଭୁତା ଶ୍ରୀରାଧା ଓ ମାଧବଙ୍କ ଲୀଳା ସ୍ଵଛ…
ସେହି ଯୁବକ ବ୍ରାହ୍ମଣ ଜୟଦେବଙ୍କ ଭିତରେ ତମେ କ'ଣ ଦେଖିଥିଲ ନିଜକୁ ! ସେଇଥିପାଇଁ ହେ ବିଦ୍ଗଧ ମାଧବ, ଆପଣେଇ ନେଇଥିଲ କି ପଦ୍ମାବତୀଙ୍କୁ ? ରାଧାରାଣୀ ପଦ୍ମାବତୀ ରୂପେ ଏବଂ ଶ୍ରୀକୃଷ୍ଣ ଜୟଦେବ ରୂପରେ ସତରେ ତେବେ କ'ଣ ଧରାବତରଣ ହୋଇଥିଲେ ନିଜର ଲୀଳା ପ୍ରଚାର ସହ ଅନୁପମ ଶ୍ରୀଗୀତଗୋବିନ୍ଦ ରଚନା କରିବାକୁ ?
ଲେଖା: ନିରଞ୍ଜନ ସାହୁ “କି ହେଲାରେ, କହିତ ନୁହଇ ଭାରତୀରେ କାଲି ଯା ଦୂରରୁ ଦେଖି, କଳନା କଲା ମୋ ଆଖି, କଳା ଇନ୍ଦ୍ରୀବର ଆରତି ରେ “ କାହ୍ନୁରେ . . ଏ ଗୀତ ସିନା ରାଧିକାଙ୍କ ଉକ୍ତି ଥିଲା ଲଳିତାଙ୍କ ପ୍ରତି କବିସୂର୍ଯ୍ୟଙ୍କ ଲେଖନୀରେ, ହେଲେ ମତେ ଲାଗୁଚି ଏ ଯେମିତି ସଭିଙ୍କ…