Physical Address
Sai Samarpanam, Satya Vihar, Bhubaneswar

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଲାଵଣ୍ୟଵତୀ କାଵ୍ୟରେ ଭାରତ ଵର୍ଷର ଵିଭିନ୍ନ ଦେଶର ଵର୍ଣ୍ଣନା ~ କଵିସମ୍ରାଟ ଉପେନ୍ଦ୍ର ଭଞ୍ଜ ତାଙ୍କ ଲାଵଣ୍ୟଵତୀ କାଵ୍ୟରେ ଭାରତ ଵର୍ଷର ଵିଭିନ୍ନ ଦେଶର ଵର୍ଣ୍ଣନା କରିଛନ୍ତି। ଲାଵଣ୍ୟଵତୀ କାଵ୍ୟର ପ୍ରଥମ ଭାଗ ଅଷ୍ଟମ ଛାନ୍ଦରେ କେମିତି ସିଂହଳଦେଶର ରାଜା ନିଜ ଵିଵାହଯୋଗ୍ୟା କନ୍ୟା ଲାବଣ୍ୟଵତୀର ଚିତ୍ରପଟଟିଏ…

ସୌରଭିତ ସୃଷ୍ଟି: କବିକୁଳକଞ୍ଜ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ~ ବୈଦେହୀଶ ବିଳାସ ~ ମହାକାବ୍ୟ “ବୈଦେହୀଶ ବିଳାସ” ମହାକବି କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କର ସର୍ବଶ୍ରେଷ୍ଠ ଅବଦାନ। ଭାବର ଗାମ୍ଭୀର୍ଯ୍ୟରେ, ଭାଷାର ମାଧୁର୍ଯ୍ୟରେ, ଛନ୍ଦର ଲାଳିତ୍ୟରେ, ଅପରୂପ ଶବ୍ଦବିନ୍ୟାସ ଓ ଆଳଙ୍କାରିକ ଶୈଳୀରେ ଏହା ପ୍ରାଚୀନ ଉତ୍କଳ ସାହିତ୍ୟର ଏକ ଅମୂଲ୍ୟ ରତ୍ନ। କେବଳ ଉତ୍କଳ ସାହିତ୍ୟ…

ଉପେନ୍ଦ୍ର ଭଞ୍ଜଙ୍କ ସବୁ କ୍ଲିଷ୍ଟତା ଓ ଦୁର୍ବୋଧ୍ୟତା ସତ୍ତ୍ୱେ, ତାହାର ଅନ୍ତର୍ନିହିତ ସାଙ୍ଗୀତିକତା ଓଡ଼ିଆଙ୍କ ହୃଦୟରେ ଓ ଓଡ଼ିଶାର ପୁରପଲ୍ଲୀରେ ଜନସାଧାରଣଙ୍କୁ ଆଦୃତ କରି ରଖିଅଛି। ତାଙ୍କର ପ୍ରଭାବ ଦୀର୍ଘ ଦୁଇ ଶତାବ୍ଦୀ ଧରି କ୍ଲାନ୍ତହୀନ ଭାବେ ଆଗକୁ ଆଗକୁ ଚାଲିଛି। ସେଇଥିପାଇଁ ସେ ଯଶଦେହୀ, କବିସମ୍ରାଟ . .