Tag Kahai Dasa Jagannatha

କହଇ ଦାସ ଜଗନ୍ନାଥ

ଲେଖା: ଅମୃତେଶ ଖଟୁଆ ~ କହଇ ଜଗନ୍ନାଥ ଦାସ ~ “ତୋଷ ନୁହଁଇ ମୋର ଚିତ୍ତ, କହଇ ଦାସ ଜଗନ୍ନାଥ” II ଭାରତବର୍ଷର ଉତ୍ତର ଦକ୍ଷିଣ ସଂସ୍କୃତିକୁ ପୂର୍ବ ଏସିଆ ମହାଦେଶର ଅନୁଭାଗ ସହିତ ସାମୁଦ୍ରିକ ସମ୍ପର୍କ ଘେନି ଯୋଡୁଥିବା ଏକ ଭୂମିର ପ୍ରାଚୀନ ଅବତାରଣା ― ସେ ଉତ୍କଳ, ସେ କଳିଙ୍ଗ ଓ ଉଡ୍ର…