Tag Labanyabati

ଲାଵଣ୍ୟଵତୀ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଲାଵଣ୍ୟଵତୀ କାଵ୍ୟରେ ଭାରତ ଵର୍ଷର ଵିଭିନ୍ନ ଦେଶର ଵର୍ଣ୍ଣନା ~ କଵିସମ୍ରାଟ ଉପେନ୍ଦ୍ର ଭଞ୍ଜ ତାଙ୍କ ଲାଵଣ୍ୟଵତୀ କାଵ୍ୟରେ ଭାରତ ଵର୍ଷର ଵିଭିନ୍ନ ଦେଶର ଵର୍ଣ୍ଣନା କରିଛନ୍ତି। ଲାଵଣ୍ୟଵତୀ କାଵ୍ୟର ପ୍ରଥମ ଭାଗ ଅଷ୍ଟମ ଛାନ୍ଦରେ କେମିତି ସିଂହଳଦେଶର ରାଜା ନିଜ ଵିଵାହଯୋଗ୍ୟା କନ୍ୟା ଲାବଣ୍ୟଵତୀର ଚିତ୍ରପଟଟିଏ…