Tag Mayurbhanj

ଦ୍ୱିତୀୟ ଶ୍ରୀକ୍ଷେତ୍ର ଓ ଶିମିଳିପାଳର ସମ୍ପର୍କ

ଲେଖା: ଋଷିରାଜ ପଟ୍ଟନାୟକ ଆମ ଭଞ୍ଜଭୂମଣ୍ଡଳ ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳର ଜୈବବିବିଧତା ସମଗ୍ର ବିଶ୍ୱର ପ୍ରକୃତିପ୍ରେମୀ ତଥା  ପର୍ଯ୍ୟଟକଙ୍କୁ ସବୁ ସମୟରେ ଆକୃଷ୍ଟ କରିଆସିଛି । ଶିମିଳିପାଳରେ ଥିବା ଅନେକ ଛୋଟ ପାହାଡ଼, ଉପତ୍ୟକା, ଅଧିତ୍ୟକା ଘଞ୍ଚ ଅରଣ୍ୟାନୀ ପରିବେଷ୍ଟିତ । ଜାତୀୟ ସର୍ବେକ୍ଷଣ ସଂସ୍ଥା, ଡେରାଡୁନ ପକ୍ଷରୁ ପ୍ରକାଶିତ ‘ଷ୍ଟେଟ୍‌ ଅଫ୍‌ ଫରେଷ୍ଟ ରିପୋର୍ଟ’ରେ…

କନିଆଁ କାନ୍ଦଣା ଗୀତ

ବାସ୍ତବରେ ପୂର୍ବ ସ୍ମୃତିକୁ ମନେ ପକେଇ ବାହୁନି ବାହୁନି କାନ୍ଦୁଥିବା କନ୍ୟାର କାନ୍ଦଣା ଗୀତର ଗୁଞ୍ଜରଣରେ ଆଖ ପାଖରେ ଏକ ଦୁଃଖର ବାତାବରଣ ସୃଷ୍ଟି ହୋଇ ଥାଏ । ଏହି କାନ୍ଦଣା ଗୀତ ଶୁଣୁଥିବା ଲୋକର ଆଖିରୁ ଆପେ ଆପେ ଲୁହ ଝରି ଯାଇ ଥାଏ । ଏପରି ଲୋକ ଗୀତ ଆଜି ବି କିଛି କିଛି ଗ୍ରାମରେ ବଞ୍ଚିରହିଛି ଏବଂ ବଞ୍ଚେଇ ରଖିଥିବା ଲୋକମାନେ ସତରେ ଅନନ୍ୟ ସମ୍ମାନର ହକଦାର . .

ବାରିପଦା

ଲେଖା: ଋଷିରାଜ ପଟ୍ଟନାୟକ ଦ୍ଵିତୀୟ ଶ୍ରୀକ୍ଷେତ୍ର ଆମ ବାରିପଦା ନାମକରଣ ପଛର କଥା ! ମୟୂରଭଞ୍ଜ ଜିଲ୍ଲାର ପ୍ରାଣ କେନ୍ଦ୍ର ବାରିପଦା । ବର୍ତ୍ତମାନ ମୟୂରଭଞ୍ଜ ଜିଲ୍ଲାର ଜିଲ୍ଲା ମୁଖ୍ୟାଳୟ ବା ସଦର ମହକୁମା ହେଉଛି ଏହି ବାରିପଦା । ଓଡ଼ିଶାର ଉତ୍ତରାଞ୍ଚଳରେ ସମୁଦ୍ର ପତନରୁ ୩୬ ମିଟର (୧୧୮ଫୁଟ) ଉଚ୍ଚରେ ଅବସ୍ଥିତ ଥିବା ଏହି…

ଉତ୍କଳ ସମ୍ମିଳନୀ

ଲେଖା: ନିରଞ୍ଜନ ସାହୁ ୧୯୦୩ ମସିହାର ଡିସେମ୍ବର ମାସ ତିରିଶ ଓ ଏକତ୍ରିଶ ତାରିଖ । କଟକ ସହରର ଇଦଗାପଡ଼ିଆ ଲୋକାରଣ୍ୟ । କ୍ଷୁଦ୍ରତର ହୋଇ ଯାଇଥିବା ଓଡ଼ିଶା ଭୂଖଣ୍ଡର କୋଣ ଅନୁକୋଣରୁ ଆସିଥିବା ରାଜା, ଜମିଦାର, ପ୍ରତିନିଧି ମଣ୍ଡଳୀ, ସାହିତ୍ୟରଥୀ, ଜାତୀୟତାବାଦୀ ଓ ସାଧାରଣ ଲୋକେ ଗୋଟିଏ ସ୍ଥାନରେ ସମ୍ମିଳିତ । ସମସ୍ତ ଆୟୋଜନ…