Physical Address
Sai Samarpanam, Satya Vihar, Bhubaneswar
ଲେଖା: ନିରଞ୍ଜନ ସାହୁ ୧୮୦୪ ମସିହା ବେଳକୁ ଇଂରେଜ ବିରୋଧୀ ଆନ୍ଦୋଳନ କ୍ରମଶଃ ଦାନା ବାନ୍ଧି ଆସୁଥାଏ। ବକ୍ସି ଜଗବନ୍ଧୁଙ୍କ ନେତୃତ୍ୱରେ ପାଇକ ବିଦ୍ରୋହ ସଂଘଟିତ ହୋଇଗଲା ୧୮୧୭ ମସିହାରେ। ଏହାର ପରେ ପରେ ବିଭିନ୍ନ ଅଞ୍ଚଳରେ ଆନ୍ଦୋଳନ ତେଜି ଉଠୁଥାଏ, ବ୍ୟାପି ଯାଉଥାଏ ଓଡ଼ିଶାର କୋଣ ଅନୁକୋଣକୁ, ବିଶେଷ କରି ଖୋର୍ଦ୍ଧା ଜିଲ୍ଲାର ସବୁସ୍ଥାନକୁ।…
ଲେଖା: ଦେଵ ତ୍ରିପାଠୀ ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାଏ (ଲୋକମୁଖରେ ବକ୍ସି ଜଗବନ୍ଧୁ ଓ ପାଇକ ବକ୍ସି ନାମରେ ଜଣା) ଖୋର୍ଦ୍ଧା ମହାରାଜାଙ୍କର ସେନାପତି ଓ ବକ୍ସି ଥିଲେ । ଭାରତୀୟ ମୁକ୍ତି ସଂଗ୍ରାମର ଆଦ୍ୟକାଳରେ ସେ ଥିଲେ ଜଣେ ପ୍ରଚଣ୍ଡ ଯୋଦ୍ଧା । ପାଇକ ବିପ୍ଳବୀମାନେ ତାଙ୍କର ନେତୃତ୍ୱରେ ୧୮୧୭ ମସିହାରେ ଫିରିଙ୍ଗି…