Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ଶିଶିର ମନୋଜ ସାହୁ ~ ରାଣୀଗୁମ୍ପା ଶିଳାଲେଖର ଚିତ୍ର ଓ ଖାରବେଳଙ୍କ ଜୀଵନୀ ~ ରାଣୀଗୁମ୍ଫା ଉପର ମହଲାରେ ଖୋଦିତ ଚିତ୍ରାଵଳୀ (ଫଳକ ନମ୍ବର ୨)କୁ ଅନୁଧ୍ୟାନ କରି ବରପାଲି ନିଵାସୀ ପ୍ରଖ୍ୟାତ ଐତିହାସିକ ସ୍ଵର୍ଗୀୟ ନଵୀନ କୁମାର ସାହୁ ଏ ସମ୍ବନ୍ଧରେ ନିମ୍ନୋକ୍ତ ଵର୍ଣ୍ଣନା ପ୍ରଦାନ କରିଥିଲେ । “ଥରେ ସିଂହପଥର ରାଜା…
ଆନନ୍ଦ ଦାଶ ଓ ହାରାଦେବୀଙ୍କ କୋଳମଣ୍ଡନ କଲା ପୁତ୍ରସନ୍ତାନଟିଏ। ସାତଟି କନ୍ୟା ସନ୍ତାନର ଜନକଜନନୀ ବାଲିଆର ନୀଳକଣ୍ଠେଶ୍ଵର ମହାଦେବଙ୍କ ପାଖରେ ଅଧିଆ ପଡି ସନ୍ତାନଟିଏ ପାଇଥିବାରୁ ପୁଅର ନାଁ ସରାଗରେ ଦେଲେ ନୀଳକଣ୍ଠ । କିନ୍ତୁ ଦାଶ ଦମ୍ପତି କି ଜାଣିଥିଲେ ସେ ପିଲା ଦିନେ ନିଜ ନାମକୁ ସାର୍ଥକ କରି 'ନୀଳକଣ୍ଠ' ବନିଯିବ -- ସମାଜର କଳୁଷପଙ୍କର ବିଷକୁ ପିଇ ପିଇ ! ସମାଜର ତାଡନା ସହି ସହି . .