Tag Tulasi Apa

ତୁଳସୀ ମୁଣ୍ଡା

ଲେଖା: ଅମୃତେଶ ଖଟୁଆ ଭାରତବର୍ଷରେ ସାମାଜିକ ବିକାଶର ଧାରାରେ ଓଡ଼ିଆ ମାଟିର ତୁଳସୀ ମୁଣ୍ଡା ! ଆଜିର ସମ୍ଭ୍ରାନ୍ତ ବିଶ୍ଵରେ ସମସ୍ତେ ଯେତେବେଳେ ପ୍ରଗତିଶୀଳତାର ବ୍ୟାଖ୍ୟା କରନ୍ତି, ସେତେବେଳେ ତାଙ୍କ ଚାକ୍ଷୁସ ହୁଏ କେବଳ ଆର୍ଥିକ ମେରୁଦଣ୍ଡର ସିଧାସଳଖ ଚିତ୍ର ତ କେତେବେଳେ ଉଚ୍ଚାଟିତ ନଭଶ୍ଚୁମ୍ଭୀ ଅଟ୍ଟାଳିକାମାନ। ଏଥିରେ ଦେଖନ୍ତି ସେମାନେ ଆଧୁନିକତାର ସଚିତ୍ର ପ୍ରଗତିଶୀଳତା, ସ୍ଵାଚ୍ଛନ୍ଦ୍ୟର…