Tag Utkal

ଡ଼ଙ୍ଗାଭସା

ଲେଖା: ଦେଵ ତ୍ରିପାଠୀ କାର୍ତ୍ତିକ ପୂର୍ଣ୍ଣିମା । କଟକରୁ କୋଚିନ୍ ସୁରଟରୁ ମିରଟ ଯେଉଁଠାରେ ବି ଆମେ ଓଡ଼ିଆଏ ଆସ୍ଥାନ ଜମାଇ ସାରିଛେ, ସବୁଠି ଆବାଳ-ବୃଦ୍ଧ-ବନିତା, ରାତି ନ ପାହୁଣୁ ବିଛଣା ଛାଡି, ଆଖପାଖ ନଦୀନାଳ, ଗାଡିଆପୋଖରୀରେ (ଏପରିକି ଚୁଆପାଣିରେ) ବୁଡ ପକାଇ ସୋଲ ତିଆରି ଖେଳଣା ଡଙ୍ଗା (କ୍ଵଚିତ କଦଳୀବାହୁଙ୍ଗା ଡଙ୍ଗା)ରେ ଦୀପ ଜାଳି…

କପଡାଗୁଣ୍ଡା

ଲେଖା: ଦେଵ ତ୍ରିପାଠୀ ଅଧୁନା ଓଡ଼ିଶାର ଯେଉଁ ଅଞ୍ଚଳଟି ବିଗତ କେଇ ଦଶନ୍ଧି ଧରି, କ୍ଷୁଧା ଓ ଦାରିଦ୍ର୍ୟର ତାଡ଼ନାରେ ମା’ଟିଏ କୋଳର ଶିଶୁକୁ ବିକିବା ଓ ନାରୀଟିଏ ଦେହ ବିକିବାକୁ ନେଇ ସମଗ୍ରବିଶ୍ଵରେ ବଦନାମୀ ବ୍ରାଣ୍ଡ ‘କେବିକେ‘ର ଅଂଶଭାବେ ପରିଚିତ, ସେ ଅଞ୍ଚଳର ନାମ କଳାହାଣ୍ଡି । ଅପରପକ୍ଷରେ, କଳାର ଦେଶ ଉତ୍କଳର ବୈଚିତ୍ର୍ୟମୟ,…