Physical Address
Sai Samarpanam, Satya Vihar, Bhubaneswar

ଉପସ୍ଥାପନା: #ଶ୍ରୀକ୍ଷେତ୍ର_ଇତିହାସ ଅକ୍ଷୟ ତୃତୀୟା ଠାରୁ ଆରମ୍ଭ ହେଉଥିବା ଏହି ଚନ୍ଦନଯାତ୍ରା ମହୋତ୍ସବରେ ଶ୍ରୀମନ୍ଦିରରେ କେତେକ ସ୍ୱତନ୍ତ୍ର ନୀତି ପାଳନ କରାଯାଇଥାଏ ! ~ ଚନ୍ଦନଯାତ୍ରା ~ ଉକ୍ତ ଦିନ ଶ୍ରୀଗ୍ରହମାନଙ୍କ ସକାଳଧୂପ ଶେଷ ହେବାପରେ ତିନି ବାଡରେ ମଇଲମ ହୋଇ ମହାସ୍ନାନ କରାଯାଏ ! ଏହାପରେ ପୂର୍ବଦିନ ଠାରୁ ଅଧିବାସିତ ହୋଇଥିବା ଚନ୍ଦନ ପିଙ୍ଗଣ…

ଉପସ୍ଥାପନା: #ଶ୍ରୀକ୍ଷେତ୍ର_ଇତିହାସ ଅକ୍ଷୟ ପୁଣ୍ୟଯୁକ୍ତ ତୃତୀୟା, ଯେଉଁ ତୃତୀୟାରେ ଅନୁଷ୍ଠିତ ଧର୍ମର ଫଳ ଅସରନ୍ତି ଅଟେ । ବୈଶାଖ ଶୁକ୍ଳ ତୃତୀୟା, ଅକ୍ଷି ତୃତୀୟା । ସତ୍ୟଯୁଗ ଏ ଦିନ ଆରମ୍ଭ ହୋଇଥିଲା ବୋଲି ପୁରାଣରେ ବର୍ଣ୍ଣିତ । ଚାଷୀମାନେ ଏ ଅକ୍ଷି ତୃତୀୟା ଜମିରେ ପ୍ରଥମେ ଧାନ ବୁଣନ୍ତି । ଏହି ଦିନ ଶ୍ରୀ…

ଲେଖା: ଅରବିନ୍ଦ ମହାନ୍ତି ଅକ୍ଷୟ ତୃତୀୟା ଠାରୁ ଶ୍ରୀକ୍ଷେତ୍ର ସହିତେ ଏକାମ୍ରକ୍ଷେତ୍ର, କନକପୁରର ଦେବୀ ଶାରଳାଙ୍କ ଚନ୍ଦନ ଯାତ୍ରା ଆରମ୍ଭ ହୁଏ। ଏତଦବ୍ୟତୀତ ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ ଚନ୍ଦନଯାତ୍ରା ପାଳନ କରାଯାଏ । ଏହା ହେଉଛି ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଶ୍ରୀକ୍ଷେତ୍ରେ ଚନ୍ଦନ ଯାତ୍ରା ଏହା ଅକ୍ଷୟ…

ଲେଖା: ଅରବିନ୍ଦ ମହାନ୍ତି ବର୍ଷର ପ୍ରଥମ ମାସ ବୈଶାଖ। ଏହା ଗ୍ରୀଷ୍ମ ଋତୁର ପ୍ରାରମ୍ଭ ମାସ ଅଟେ। ଚୈତ୍ର ପୂର୍ଣ୍ଣିମା ପରଠାରୁ ଏହା ଆରମ୍ଭ ହୋଇଥାଏ ଓ ଶେଷ ହୁଏ ଚନ୍ଦନ ପୂର୍ଣ୍ଣିମା ବା ବୈଶାଖ ପୂର୍ଣ୍ଣିମାରେ। ସନାତନ ଧର୍ମରେ ପ୍ରଚଳିତ ଚାରି ଗୋଟି ପବିତ୍ର ମାସ (ଆଷାଢ, କାର୍ତ୍ତିକ, ମାଘ, ବୈଶାଖ) ମଧ୍ୟରୁ ମଧ୍ୟ…

ଲେଖା: ଦେଵ ତ୍ରିପାଠୀ ସୁଧାଭକ୍ତିର ଉଦ୍ଗାତା ମହାକବି ଜୟଦେବ ! ଥିଲେ ଜଣେ ଯୁବସାଧୁ । ଗୃହସ୍ଥାଶ୍ରମୀ । ଦିନରାତି ବିଭୁଭକ୍ତିରେ ମଗ୍ନ ରହୁଥିଲେ ସେ । ତାଙ୍କ ହୃଦୟସାଗରରେ ଖେଳୁଥିଲା ଶ୍ରୀରାଧାକୃଷ୍ଣଙ୍କ ମାଧୁର୍ଯ୍ୟରସର ବିବିଧ ଲୀଳାତରଙ୍ଗ । ନିତିଦିନ ଯେଉଁ ଲୀଳା ଅନୁଭବ କରନ୍ତି ତା’କୁ ସୁଲଳିତ ସଂସ୍କୃତ ଛନ୍ଦରେ ଲିପିବଦ୍ଧ କରି ସେ…

ଲେଖା: ଦେଵ ତ୍ରିପାଠୀ ଯେଉଁ ପବିତ୍ର ମାଟିରେ ଜନମି ଲୀଳାଖେଳା କରିବା ପାଇଁ ଭଗବାନ ମଧ୍ୟ ସୈାଭାଗ୍ୟ ମଣନ୍ତି ସେଇ ପବିତ୍ର ମାଟିକୁ ପୂଜା ଆରାଧନା କରି ଓଡ଼ିଆ ଚଷାପୁଅ ପ୍ରସ୍ତୁତ ହୁଏ ଚାଷକାମ ପାଇଁ । ସେଇ ସ୍ବର୍ଗାଦପି ଗରୀୟସୀ ମାଟି ମା’ ଆମକୁ ଯୋଗାଇଥାଏ ଖାଦ୍ୟ, ବାସ ଓ ବସ୍ତ୍ର । ଜନନୀସ୍ବରୂପା…

ଲେଖା: ଡ଼ାଃ କୁମାର ଅରୋଜ୍ୟୋତି କାର୍ତ୍ତିକ ମାସ ଶୁକ୍ଳପକ୍ଷ ନବମୀ ତିଥି “ଅଁଳା ନବମୀ” ରୂପେ ପାଳିତ ହୁଏ। ଏହି ତିଥିରେ ଦାନ-ପୁଣ୍ୟାଦି କର୍ମ କଲେ ସୌଭାଗ୍ୟ ଅର୍ଜିତ ହୁଏ ବୋଲି ବିଶ୍ୱାସ ରହିଛି। ଏହି “ଅଁଳା ନବମୀ” ତିଥିରେ କରାଯାଇଥିବା ପୁଣ୍ୟାଦି କେବେହେଲେ କ୍ଷୟ ହୁଏନାହିଁ ବା ଅକ୍ଷୟ ରହିଥାଏ, ତେଣୁ ଏହାକୁ…