Tag ଅତିବଡ଼ି

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ ଓ ତତ୍କାଳୀନ ଉତ୍କଳର ରାଜନୀତିକ ଦୃଶ୍ୟପଟ (ଭାଗ ୨)

ଲେଖା: ଇଂ ବିଜୟ କେତନ ସାହୁ   ଓଡ଼ିଆ ଜାତିର ପ୍ରାଣ-ଦେବତା ଶ୍ରୀଜଗନ୍ନାଥ। ଏ ଜାତି ତାଙ୍କୁ ପ୍ରାଣଭରି ଭଲପାଏ। ଯେଉଁଠି ଓଡ଼ିଆ ସେଇଠି ଜଗନ୍ନାଥ, ଯେଉଁଠି ଜଗନ୍ନାଥ ସେଇଠି ଓଡ଼ିଆ। ଓଡିଶା ଭୂଖଣ୍ଡର ସେ ହିଁ ଏକମାତ୍ର ରାଜାଧିରାଜ ରୂପରେ ସ୍ଵୀକୃତ। ଏ ଜାତିର ଇଷ୍ଟ-ଦେବତା ସେହି କଳାଠାକୁର, ନୀଳାଦ୍ରିନାଥ କୋଟିକୈବଲ୍ୟଦାତା ପ୍ରଭୁ ଜଗନ୍ନାଥ।…

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ ଓ ତତ୍କାଳୀନ ଉତ୍କଳର ରାଜନୀତିକ ଦୃଶ୍ୟପଟ (ଭାଗ ୧)

ଲେଖା: ଇଂ ବିଜୟ କେତନ ସାହୁ ଗଜପତି ପ୍ରତାପରୁଦ୍ରଦେବଙ୍କ ରାଜୁତି କାଳରୁହିଁ କଳିଙ୍ଗ ସାମ୍ରାଜ୍ୟର ପତନ ଆରମ୍ଭ ହୋଇଯାଇଥିଲା। ପ୍ରତାପରୁଦ୍ରଦେବଙ୍କ ଶାସନ ଅବଧି ତାଙ୍କ ପିତାମହ କପିଳେନ୍ଦ୍ରଦେବ ଓ ପିତା ପୁରୁଷୋତ୍ତମଦେବଙ୍କ ପରି ଏତେ ନିଷ୍କଣ୍ଟକ ନଥିଲା। ପ୍ରତାପରୁଦ୍ରଦେବଙ୍କ ରାଜନୈତିକ ଜୀବନ ତାଙ୍କ ସିଂହାସନ ଆରୋହଣ ସମୟରୁ ହିଁ ସଂଘର୍ଷପୂର୍ଣ୍ଣ ଥିଲା। ଯେଉଁ ପ୍ରତାପରୁଦ୍ରଙ୍କୁ ମିଥ୍ୟା…

ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ: ଏକ ଦୃଷ୍ଟିପାତ (ଭାଗ ୬)

ଓଡ଼ିଆ ଜାତିର ଅସ୍ମିତାର ପ୍ରତୀକ ଅତିବଡ଼ି ଜଗନ୍ନାଥ ଦାସଙ୍କ ଓଡ଼ିଆ ଭାଗବତ ତତ୍କାଳୀନ ଓଡ଼ିଶାରେ ଏକ ଚହଳ ସୃଷ୍ଟି କରିଥିଲା। ଅପୂର୍ବ ଆଧ୍ୟାତ୍ମିକ ଜାଗରଣ ଓ ନବୀନ ଉନ୍ମାଦନାର ସୂତ୍ରପାତ କରିଥିଲା ଏଇ ଓଡ଼ିଆ ଭାଗବତ। ଦୁର୍ବୋଧ୍ୟ ସଂସ୍କୃତ ଭାଗବତ ପରିବର୍ତ୍ତେ ସାଧାରଣ ଜନସମାଜ ଏହାକୁ ସହଜରେ ଆଦରି ନେଇଥିଲା। ଓଡ଼ିଶାର ପୁରପଲ୍ଲୀରେ ପ୍ରତିଷ୍ଠିତ ହୋଇଥିଲା ଭାଗବତ ଟୁଙ୍ଗୀ . .

ଓଡ଼ିଆ ଭାଗବତ

ଲେଖା: ଇଂ ବିଜୟ କେତନ ସାହୁ ~ ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ – ଏକ ଦୃଷ୍ଟିପାତ (Part 2) ~ ଓଡ଼ିଆ ଭାଗବତ ଯେ କେବଳ ତତ୍କାଳୀନ ଜନମାନସରେ ଆଦୃତ ଥିଲା ତାହା ନୁହେଁ, ସେହି ଭାଗବତର ଭକ୍ତିପୂର୍ଣ୍ଣ ପଦାବଳୀକୁ ଶ୍ରବଣ କରି ସ୍ୱୟଂ ମହାପ୍ରଭୁ ଶ୍ରୀଚୈତନ୍ୟ ହୋଇଥିଲେ ପ୍ରେମ-ବିଗଳିତ। କବିଙ୍କର…

ଓଡ଼ିଆ ଭାଗବତ

ଲେଖା: ଇଂ ବିଜୟ କେତନ ସାହୁ ~ ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ – ଏକ ଦୃଷ୍ଟିପାତ (Part 1) ~ ଓଡିଶା ଜନଜୀବନର ପ୍ରାଣନ ସଙ୍ଗୀତ ଓଡ଼ିଆ ଭାଗବତ। ପ୍ରତିଟି ଓଡ଼ିଆର ପ୍ରାଣର ଆବେଗତା ଭରି ରହିଛି ଏଇ ଭାଗବତରେ। ଅତିବଡି ଜଗନ୍ନାଥ ଦାସଙ୍କର ଏଇ ଭାଗବତ କେବଳ ଏକ ପୌରାଣିକ…

ଓଡ଼ିଶାର ରାମଲୀଳା

ଲେଖା: ଦେଵ ତ୍ରିପାଠୀ ଓଡିଶାରେ ବୋଦ୍ଧଧର୍ମର ବିଲୟ, ତାନ୍ତ୍ରିକଧର୍ମର ଅଭ୍ୟୁଦୟ ଓ ଭକ୍ତିଧର୍ମର ଆତ୍ମପ୍ରକାଶ ପରେ ‘ଆଧ୍ୟାତ୍ମିକ ମନୋରଞ୍ଜନ’ର ମାଧ୍ୟମ ଭାବରେ ପରିପ୍ରକାଶ ପାଇଥିଲା ସୁଲଳିତ ପଦାବଳୀ ସମ୍ବଳିତ ସାଙ୍ଗୀତିକତାରେ ଉଛ୍ୱସିତ “ଲୀଳା” ଯୁଗର ମହାର୍ଘ ପରମ୍ପରା । ଲୋକନାଟକର ସଶକ୍ତ ଶାଖା ରୂପେ ଏହି ଲୀଳାଯୁଗର ପ୍ରବର୍ତ୍ତକ ଥିଲେ ଭକ୍ତିଯୁଗର ଉଦ୍ଗାତା ଅତିବଡ଼ି ଜଗନ୍ନାଥ…