Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ ସବୁଜ ଶ୍ୟାମଳଘେରା ଭିଜାମାଟିର ବାସ୍ନାରେ ବିଭୋର ଶାନ୍ତ ଶୀତଳ ଛାୟାଚ୍ଛନ୍ନ, ଅଥଚ ସହରିଆ ମାଟି ! ନାଁ ତା’ର #ଆଠଗଡ଼ ! ଚାରିପାଖରେ #ନଭଶ୍ଚୁମ୍ଭୀ ବୃକ୍ଷରାଜି, #କୁଳୁକୁଳୁ ସୁରରେ ପ୍ରବହମାନ #ସାପୁଆ ନଦୀର ଝଙ୍କାର, ପକ୍ଷୀର କୂଜନ, #ସ୍ନିଗ୍ଧ ପରିବେଶ ଏକଦା ପାଲଟି ଯାଇଥିଲା ସରଳ ନିଷ୍କପଟ ମଣିଷର ଘର !…

ଲେଖା: ସନ୍ତୋଷ ପଟ୍ଟନାୟକ ~ ମାରଦା ମନ୍ଦିରର ଅନନ୍ୟ ଗାଥା ~ ଜଗନ୍ନାଥଙ୍କ କରୁଣାରୁ ଏ ସୃଷ୍ଟି ଜୀବନ ପାଇଛି । ଗତିଶୀଳ ଅଛି ପୁଣି ଆଗାମୀ ବଂଶଧରମାନଙ୍କ ପାଇଁ ଆଗକୁ ବି ବଞ୍ଚିରହିବ। ଏ ଅନନ୍ତ ବ୍ରହ୍ମାଣ୍ଡର କେହି ଜଣେ ନିଶ୍ଚିତ ନିୟାମକ ଅଛନ୍ତି ଏଥିରେ ଦ୍ୱିରୁକ୍ତି ନାହିଁ। ଦେଖନ୍ତୁ ଅନୁଭବ କରନ୍ତୁ କେତେ…

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଭୟ, ଆତଙ୍କ, ଅଶିକ୍ଷା, ଅନ୍ଧବିଶ୍ୱାସ ଓଡ଼ିଆ ଜାତିକୁ ଆତ୍ମବିଲୁପ୍ତ କରିଦେଇଥିଲା। ଦ୍ଵିତୀୟାର୍ଦ୍ଧର କିଛି କାଳ ପର୍ଯ୍ୟନ୍ତ ଏ ଜାତିର ନିର୍ବେଦତା ଲାଗି ରହିଲା। ୧୮୬୬ ମସିହାର ନଅଙ୍କ ଦୁର୍ଭିକ୍ଷ ଗୋଟିଏ ଇତିହାସ ପ୍ରସିଦ୍ଧ ଜାତିର ମେରୁଦଣ୍ଡକୁ ଦୋହଲାଇ ଦେଇ ଶ୍ମଶାନିତ କରିଦେଲା। ଛିନ୍ନବିଛିନ୍ନ ହୋଇଗଲା ଧର୍ମ, ଦର୍ଶନ,…

ଲେଖା: ଦେଵ ତ୍ରିପାଠୀ “ତଟିନୀବଳୟିତ ତରୁକୁଳପୁଲକିତ ବାଳ ମହୀଧରବାସିନ୍, ଜୟ ଜୟ ଶଙ୍କର ସର୍ବଶୁଭଙ୍କର ଭକ୍ତ ବିପତ୍ତିବିନାଶିନ୍ II” (କବିବର ରାଧାନାଥ ରାୟ) ମା’ କଟକଚଣ୍ଡୀ, ଗଡଚଣ୍ଡୀ ପରି ପ୍ରାଚୀନ ଶକ୍ତିପୀଠ ପାଇଁ କଟକ ମହାନଗର ଶକ୍ତିପୀଠ ଭାବେ ଖ୍ୟାତିମାନ ହୋଇଥିଲେ ମଧ୍ୟ ନଗର ମଧ୍ୟରେ ପ୍ରତିଷ୍ଠିତ ଅମରେଶ୍ୱର ମନ୍ଦିର ତଥା ମହାନଗର ସୀମାସଂଲଗ୍ନ ଭାବରେ…