Tag ଉତ୍କଳ ସମ୍ମିଳନୀ

ଗୋବିନ୍ଦ ରଥ 

ଲେଖା: ଅମ୍ରିତେଶ ଖଟୁଆ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ଏବଂ ଜଣେ ବିପ୍ଳବୀ ସାରସ୍ୱତ ସାଧକ ଭାବେ ବାଙ୍କୀ ବରପୁତ୍ର ପଣ୍ଡିତ ଗୋବିନ୍ଦ ରଥ ପ୍ରଥିତଯଶା ! ଇଂରେଜ ଶାସନ ବିରୋଧରେ ବିଭିନ୍ନ ଲେଖା ଲେଖି ସେ ଜନମାନସରେ ବିଦ୍ରୋହର ନିଆଁ ଜଳାଇ ଦେଉଥିଲେ। ତାଙ୍କ କଟକସ୍ଥିତ ନିମଚଉଡିଠାରେ ଥିବା “ଗୋବିନ୍ଦ ଚନ୍ଦ୍ର ଲଜ୍”ରେ ସବୁ ସ୍ଵାଧୀନତା…

ମହନ୍ତ ବିହାରୀ ଦାସ

ଲେଖା: ଦେଵ ତ୍ରିପାଠୀ ଥିଲେ ଜଣେ ମଠମହନ୍ତ । ସେ ମଠର ବହଳ ଚାରିକାନ୍ଥ ଭେଦି ତାଙ୍କ ମନପ୍ରାଣକୁ ଭେଦୁଥିଲା ବିକଳ ଡାକ ! ସେଇ ମାଟିର ଡ଼ାକ, ମାଟିମା’ର ଡାକ ! ତାଙ୍କ କାନରେ ବାଜୁଥିଲା ଭାଷାଜନନୀର ବିକଳ କାନ୍ଦଣା । ବିଦେଶୀ ହିନ୍ଦୀଭାଷାର ପ୍ରଚଣ୍ଡ ଆଘାତରେ କ୍ଷତାକ୍ତ ଜନନୀର ଯନ୍ତ୍ରଣାକୁ ଅନୁଭବ କରୁଥିଲେ…

ବ୍ରଜସୁନ୍ଦର ଦାସ 

ଲେଖା: ଅମ୍ରିତେଶ ଖଟୁଆ “ଅଶରୀରୀ, ସଞ୍ଜ ପବନ ବଂଶଧାରା ନଈ ସେପାରିରୁ ବହି ଆଣୁଛି ତୁମରି ବାଣୀ – ‘ବାବା ସରି ନାହିଁ ତ।’ ନିର୍ଜନ ଏହି ଦି’ ତାଲାର କୋଠରୀ। କାହାର ଏ ସ୍ଵର? ପୁଣି ବାଜୁଛି କାନରେ, ‘ବାବା ସରିନାହିଁ ତ।’ ତୁମେ ତେବେ ଅଛ? କାଲିପରି ଲାଗୁଛି ହେ ବ୍ରଜସୁନ୍ଦର*, ନିଜ…

ଲକ୍ଷ୍ମୀନାରାୟଣ ସାହୁ 

ଲେଖା: ନିରଞ୍ଜନ ସାହୁ 1890 ମସିହା ଅକ୍ଟୋବର ମାସ ତିନି ତାରିଖରେ ବାଲେଶ୍ଵର ସହର ଓଲନ୍ଦା ସାହିରେ ଜନ୍ମିତ ପିଲାଟିଏ ‘ସେବକ ଶ୍ରେଷ୍ଠ’ ଭାବେ ପରବର୍ତ୍ତୀ କାଳରେ ବିଦିତ ହେଲେ । ସେ ହେଉଛନ୍ତି ପଦ୍ମଶ୍ରୀ ଲକ୍ଷ୍ମୀନାରାୟଣ ସାହୁ। ତାଙ୍କ ଜୀବନ ଆଦର୍ଶବାଦର ଏକ ଜୀବନ୍ତ ଉପନ୍ୟାସ । ଓଡ଼ିଶାରେ ଯେଉଁ କେତୋଟି ପ୍ରତିଭା ଓଡ଼ିଆର…

ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ

  ଲେଖା: ଦେଵ ତ୍ରିପାଠୀ ସେ ଥିଲା ଯେମିତି ପ୍ରାଗୈତିହାସିକ ଅନ୍ଧକାରର ଯୁଗ । ଚାରିଆଡେ ଦୁର୍ବିସହ ଅଜ୍ଞତା, ବରଫ-ଶୀତଳ ନିଶ୍ଚେତନା, ଶଶକ-ଗୋତ୍ରୀୟ ଭୀରୁତା, ସ୍ଥାଣୁ ଜୀବନ, ନିଶ୍ଚଳ ଅଭିଳାଷର ଅନ୍ଧଗଳି ଭିତରେ ମୁମୂର୍ଷୁ-ପ୍ରାୟ ଜୀଉଁଥିଲେ ଓଡ଼ିଆମାନେ । ମୋଗଲ ଓ ମରହଟ୍ଟାଙ୍କର ଅକଥନୀୟ କଷଣର ତୋଡମାଡରେ ଅଣ୍ଟା ଭାଙ୍ଗି ଯାଇଥିବା ଗୋଟିଏ ଜାତି ନିର୍ଜୀବ,…

ଶ୍ରୀବତ୍ସ ପଣ୍ଡା 

ଲେଖା: ଦେଵ ତ୍ରିପାଠୀ ବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆମ ରାଜ୍ୟର ଜାତୀୟ ଜୀବନରେ ସମାଜସଂସ୍କାର, ଅସ୍ପୃଶ୍ୟତା ନିବାରଣ, ନାରୀଶିକ୍ଷା, ଓଡ଼ିଆ ଭାଷାର ସୁରକ୍ଷା, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, ସ୍ବାଧୀନତା ଆନ୍ଦୋଳନ, ସାହିତ୍ୟ ସୃଷ୍ଟି, ଗୋରକ୍ଷା, ଧର୍ମସଂସ୍କାର କ୍ଷେତ୍ରରେ ସାହସିକ ପଦକ୍ଷେପ ନେଇ ଇତିହାସ ରଚିଥିଲେ ସେ ! କେବଳ ଓଡ଼ିଶା ନୁହେଁ, ଭାରତଭୂଖଣ୍ଡର ସେ ଥିଲେ…