ଏକୋଇଶିଆ ଦିନ ଶିଶୁପୁତ୍ର ଏ କୋଳରୁ ସେ କୋଳ ହେଉଛି, କେତେ ବେଳକେ ଆସିଲା ମା’ ପାର୍ବତୀଙ୍କ କୋଳକୁ ! ଛାତିରେ ଜାକି ଧରିଲେ ପୁଅକୁ, ମନେପଡି ଯାଉଛି ନାହାକଙ୍କ କଥା ପଦକ, “ଏ ପୁଅ ଦିନେ ବଡ଼ ମଣିଷ ହେବ, ଅସାଧ୍ୟ ସାଧ୍ୟ କରିବ, କାଳକାଳକୁ ନାଁ ରଖିବ . .
ଲେଖା: ଦେଵ ତ୍ରିପାଠୀ ବିରୂପା ନଦୀକୂଳରେ ଯେଉଁ ମହିୟସୀ ନାରୀଙ୍କ ଆତ୍ମୋତ୍ସର୍ଗ ଯେ ସ୍ବାଧୀନ ତଥା ସ୍ବର୍ଣ୍ଣିମ ଉତ୍କଳ ଗଠନ ପାଇଁ ଅଭିପ୍ରେରିତ କରିଥିଲା, ସମ୍ପୃକ୍ତ ଅଞ୍ଚଳଟି […]