Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ଦେଵ ତ୍ରିପାଠୀ “ଆଉ କାନ୍ଦନାରେ ବିଧୂବଦନା, ବିଶ୍ୱାସରେ ବିଷ ଦେଇ ନାହିଁ ମୁଁ ନାରୀଶ, ତୁ ମୋତେ ଦୋଷ ଦେଇ ବନ୍ଦନା” ।। (ଅମର ବିଳାସ) କଟକ ଜିଲ୍ଲାର ଏକ ମଫସଲି ଅଞ୍ଚଳ । ମଞ୍ଚରେ ଅଭିନିତ ହେଉଛି ‘ଅମର ବିଳାସ’ ନାଟକ । ନାଟକର ମହାନାୟକ ଅମରକୁ ହତ୍ୟା କରିବା ପାଇଁ ହତ୍ୟାକାରୀମାନଙ୍କ…
ଲେଖା: ଦେଵ ତ୍ରିପାଠୀ ୧୫୦୬ ମସିହା, ଯୋଵ୍ରା, କଟକ । ଉତ୍ତର ଭାରତର ଅଗଣିତ ତୀର୍ଥ ସ୍ଥାନ ସମେତ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ ସାରି ସନ୍ଥ ଜଣେ ଫେରନ୍ତା ବାଟରେ ଦଣ୍ଡେ ଅଟକିଗଲେ ମହାନଦୀ କୂଳରେ ! ଫୁଲେଇ ମହାନଦୀ ଆଉ ନଦୀଗର୍ଭର ପଠାରେ କାଶତଣ୍ଡୀ ଜଙ୍ଗଲ ସହିତ କଟକର ମାଟି, ଆକାଶ, ନଦୀ ଓ…
ଲେଖା: ଦେଵ ତ୍ରିପାଠୀ ଅଧୁନା ଓଡ଼ିଶାର ଯେଉଁ ଅଞ୍ଚଳଟି ବିଗତ କେଇ ଦଶନ୍ଧି ଧରି, କ୍ଷୁଧା ଓ ଦାରିଦ୍ର୍ୟର ତାଡ଼ନାରେ ମା’ଟିଏ କୋଳର ଶିଶୁକୁ ବିକିବା ଓ ନାରୀଟିଏ ଦେହ ବିକିବାକୁ ନେଇ ସମଗ୍ରବିଶ୍ଵରେ ବଦନାମୀ ବ୍ରାଣ୍ଡ ‘କେବିକେ‘ର ଅଂଶଭାବେ ପରିଚିତ, ସେ ଅଞ୍ଚଳର ନାମ କଳାହାଣ୍ଡି । ଅପରପକ୍ଷରେ, କଳାର ଦେଶ ଉତ୍କଳର ବୈଚିତ୍ର୍ୟମୟ,…
ଲେଖା: ଶିବାଶିଷ ମହାପାତ୍ର ଓଡ଼ିଶା ନିଜର ସଂସ୍କୃତି ପରମ୍ପରା ତଥା ଐତିହ୍ୟ ପାଇଁ ସାରା ଭାରତ ବର୍ଷରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଏହାର କୋଣ ଅନୁକୋଣ ଇତିହାସ ସହ ସଂଶ୍ଳିଷ୍ଟ ରହିଛି । ପଶ୍ଚିମ ଓଡ଼ିଶାର ମାଳଭୂମି, ପାହାଡ଼, ଜଙ୍ଗଲ, ନଦୀ, ଝରଣା, ମନ୍ଦିର ମାନଙ୍କର ଏକ ବିଶେଷ ଆକର୍ଷଣ ରହିଛି…
ଲେଖା: ଦେବ ତ୍ରିପାଠୀ ଦିଗନ୍ତ ବିସ୍ତାରି ପାହାଡ଼ର ପହଣ୍ଡି ‘ଦିଗପହଣ୍ଡି’ । ଦିଗ ଓ ପୁଦିଆ ସର୍ଦ୍ଦାରଙ୍କ କିମ୍ବଦନ୍ତୀର ଗାଁ ଦିଗପହଣ୍ଡି । ଭୀମସେନ ପାଣିଗ୍ରାହୀଙ୍କ ‘ଖେମୁଣ୍ଡି ଇତିହାସ’ (୧୯୦୯) ବିବର୍ତ୍ତିତ ଇତିହାସର ସ୍ବାକ୍ଷର ବହନ କରେ ଦିଗପହଣ୍ଡି । ଢୁମ୍ପା, କଳାସଂସ୍କୃତି, ସାହିତ୍ୟ, ଗଡ଼ଜାତୀୟ ଇତିହାସ ଓ ଐତିହ୍ୟ ସୁରଭିତ ଦିଗପହଣ୍ଡି ମାଟି ମଧ୍ୟ…