Tag ଓଡ଼ିଆ ଅସ୍ମିତାର ମହାପର୍ବ

ଓଡ଼ିଆ ଅସ୍ମିତାର ମହାପର୍ବ

~ ଓଡ଼ିଆ ଅସ୍ମିତାର ମହାପର୍ବ ~ ୧୯୦୩ ମସିହା । ଡିସେମ୍ବର ମାସ ୩୦ ଓ ୩୧ ତାରିଖ । ଲୋକାରଣ୍ୟ କଟକ ସହରର ଇଦଗାପଡ଼ିଆ । କ୍ଷୁଦ୍ରତର ହୋଇ ଯାଇଥିବା ଓଡ଼ିଶା ଭୂଖଣ୍ଡର କୋଣ ଅନୁକୋଣରୁ ଆସିଥିବା ରାଜା, ଜମିଦାର, ପ୍ରତିନିଧିମଣ୍ଡଳୀ, ସାହିତ୍ୟରଥୀ, ଜାତୀୟତାବାଦୀ ଓ ସାଧାରଣ ଲୋକେ ଗୋଟିଏ ସ୍ଥାନରେ ସମ୍ମିଳିତ ।…