Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଲେଖା: ସିନ୍ଧୁଜ୍ୟୋତି ତ୍ରିପାଠୀ ୧୯୭୬ରେ ମୁକ୍ତିଲାଭ କରିଥିଲା ‘ଶେଷ ଶ୍ରାବଣ’। ପ୍ରଶାନ୍ତ ନନ୍ଦଙ୍କ ନିର୍ଦେଶନାରେ ପ୍ରସ୍ତୁତ ଏହି ଫିଲ୍ମଟି ଜାତୀୟ ପୁରସ୍କାର ଲାଭକରିଥିଲା। ଏଥିରେ ପ୍ରଶାନ୍ତଙ୍କ ସହ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ହେମନ୍ତ ଦାସ, ମହାଶ୍ବେତା ରାୟ, ବନଜା ମହାନ୍ତି, ଦୁଃଖିରାମ ସ୍ବାଇଁ ଓ ଧୀର ବିଶ୍ବାଳ ଆଦି କଳାକାର। ‘ମକରା’ ଭୂମିକାରେ ହେମନ୍ତଙ୍କ…
ଲେଖା: ଦେଵ ତ୍ରିପାଠୀ କଳାର ଚିରନ୍ତନ ପୂଜାରୀ ସାଧୁ ମେହେର । ସ୍କୁଲରେ ପଢିବାବେଳେ ସେ ଅଭିନୟ କ’ଣ ଜାଣି ନ ଥିଲେ, ମାତ୍ର ମନ ଭିତରେ ଥିଲା ପ୍ରଚଣ୍ଡ ଆଗ୍ରହ । ତେବେ ସେ ରାସ୍ତାରେ ଆଗକୁ ଯିବା ପାଇଁ ନା ଥିଲା ପିତାମାତାଙ୍କର କ୍ଷମତା ନା ତାଙ୍କର କେହି ଥିଲେ ଗୁରୁ ଅବା…
ଲେଖା: ଦେଵ ତ୍ରିପାଠୀ ଓଡ଼ିଆ ଚଳଚ୍ଚିତ୍ରରେ ସୁବର୍ଣ୍ଣଯୁଗର ଅବଧାରକ ନିତାଇ ପାଲିତ । ସେ ଥିଲେ ଓଡ଼ିଆ କଥାଚିତ୍ର ଜଗତର ଜଣେ ପ୍ରଥିତଯଶା ନାୟକ, ପ୍ରଯୋଜକ, ନିର୍ଦ୍ଦେଶକ ତଥା କାହାଣୀକାର । ସେ ହିଁ ନେଇ ପାରିଥିଲେ ଓଡ଼ିଆ ଚଳଚ୍ଚିତ୍ରକୁ ଜାତୀୟସ୍ତରକୁ, ଗୋଟିଏ ପରେ ଗୋଟିଏ କ୍ଲାସିକ ସ୍ତରର ଚଳଚ୍ଚିତ୍ରମାନ ନିର୍ମାଣ କରି ସେ ଓଡ଼ିଶା…
ଲେଖା: ଅମ୍ରିତେଶ ଖଟୁଆ ଓଡ଼ିଶା ମାଟିରେ ସେତେବେଳେ ରଙ୍ଗମଞ୍ଚ ପାଇଁ ଝିଅମାନଙ୍କୁ ଥାଏ ସମାଜର ବାରଣ। ଏରୁଣ୍ଡି ବନ୍ଧ ଡେଇଁ ପଦାକୁ ଆସିବାରେ ପ୍ରୟୋଜନ ନଥିଲା ପ୍ରଥାରେ। ହେଲେ, ବିହଙ୍ଗ ଥରେ ପଞ୍ଜୁରୀ ମଧ୍ୟରୁ ବିମୁକ୍ତ ହୋଇଗଲେ, ନୀଡ଼ ଛାଡି ତ ଆସିପାରିବନି, ସେ ନୀଡାଶ୍ରୟୀ ମୁକ୍ତାକାଶ ମଧ୍ୟରେ ନିଜକୁ ସଞ୍ଚରି ନିଏ ପୁଣି ଥରେ…
ଲେଖା: ଦେବ ତ୍ରିପାଠୀ “ଘୃଣା, ବିଦ୍ୱେଷ, ଈର୍ଷା ଦେଇ ମୋତେ ସେଇ ଋଣ ପରିଶୋଧ କରିବାକୁ ପଡିଲା ଇନିସପେକ୍ଟର . . !” ବହୁଚର୍ଚ୍ଚିତ ଅଶାନ୍ତଗ୍ରହ ନାଟକର ନାୟକ ପିତୃପରିଚୟ ହୀନ ହେମନ୍ତ ଏପରି ଛାତିଥରା ସଂଳାପ ଅବା ‘ତିମିରତୀର୍ଥ’ରେ କୁମାର ସାହେଵ, ‘ଜନନୀ’ରେ ପାଗଳା ସୁବାସର ପାଗଳାମି ଅବା ‘ଡ଼ାକବଙ୍ଗଳା’ର ବିବେକ ଚରିତ୍ରର ହୃଦୟଛୁଆଁ…