Physical Address
Sai Samarpanam, Satya Vihar, Bhubaneswar

ଘଣ୍ଟପାଟୁଆ ଲେଖା: ଅମୃତେଶ ଖଟୁଆ “ବରଗଛ ଘାଉଁ ଘାଉଁ, ଗାଉଣି ଭାଇକି ପଚାରୁ ଅଛି ଘଟ ଜନମିଲା କାହୁଁ । ଘଟ ଜନମିଲା ଈଶ୍ଵରଙ୍କ ଠାରୁ . . .” ଓଲଟ କଳସରେ ଚିତ୍ରିତ ଦେବୀଙ୍କ ପଞ୍ଚମୁଖୀ ଚଳନ୍ତି ଘଟ ସହ ସେଥିରେ ପବିତ୍ର ନଦୀ ଘାଟରୁ ପାଣି ତୋଳି ସୂର୍ଯ୍ୟ ଦେବତାଙ୍କର ଉପସ୍ଥିତିରେ ରାଉଳ…

ଲେଖା: ଅରବିନ୍ଦ ମହାନ୍ତି ଚୈତ୍ର ମାସ। କେବଳ ମାସ ନୁହେଁ ଦେବୀ ଉପାସନାର ପ୍ରକୃଷ୍ଟ ସମୟ। ମହାମାୟୀଙ୍କୁ ଆବହନ କରି ସମସ୍ତ ଆପଦବିପଦରୁ ମୁକ୍ତି ପାଇଁ ସମସ୍ତେ ଚେଷ୍ଟିତ ହୋଇଥାନ୍ତି। ଦେବୀ ଉପାସନା ନିମନ୍ତେ ପ୍ରତେକ ବାର ବିଶେଷ କରି ମଙ୍ଗଳବାର ଦିନ ଦେବୀପୀଠ ମାନ ଲୋକରଣ୍ଯ ହୋଇଉଠେ। ମାନସିକଧାରୀମାନେ ନାନା ଉପାୟରେ ନାନା କାମନା…

ଓଡ଼ିଶାରେ ଲୋକନାଟ୍ୟ, ନୃତ୍ୟ ପରମ୍ପରା ବହୁ ପୁରାତନ ଓ ପାରମ୍ପରିକ ଅଟେ।ଆମ ରାଜ୍ୟର ସଂସ୍କୃତି, କଳା ଓ ଧର୍ମଧାରଣାର ଏହା ଏକ ସମନ୍ୱିତ ରୂପବିଭବ। ସହସ୍ରାଧିକ ଲୋକମାନଙ୍କର ମନୋରଞ୍ଜନ ନିମନ୍ତେ ଉଦ୍ଦିଷ୍ଟ। ଗ୍ରାମବହୁଳ ଓଡ଼ିଶାର ଜୀବନଯାତ୍ରା ସହ ଜଡ଼ିତ ମେଳା ମହୋତ୍ସବ ମାନଙ୍କରେ ସାମୟିକ ଆନନ୍ଦ ପାଇଁ ଏହି ଲୋକନୃତ୍ୟ ମାନ ଅନୁଷ୍ଠିତ ହୋଇଥାଏ . .