Physical Address
Sai Samarpanam, Satya Vihar, Bhubaneswar

ସେ ଥିଲେ ସୁରର ସମ୍ରାଟ, ତାଙ୍କ ସୁରରେ ଥିଲା ଅପୂର୍ବ ଶିହରଣ, ଶ୍ରୋତାର ମନରେ ଆଣୁଥିଲା ପୁଲକ, ସେ ଗଢିଥିଲେ ସୁରର କୋଣାର୍କ, ସେ ଥିଲେ ଓଡ଼ିଆ ଶାସ୍ତ୍ରୀୟ ସଙ୍ଗୀତର ମଉଡ଼ମଣି, ସେ ଥିଲେ ସୁରମଣି ପଦ୍ମଶ୍ରୀ ପଣ୍ଡିତ ଡଃ ରଘୁନାଥ ପାଣିଗ୍ରାହୀ . .

ଲେଖା: ସନ୍ତୋଷ ପଟ୍ଟନାୟକ ~ ମାରଦା ମନ୍ଦିରର ଅନନ୍ୟ ଗାଥା ~ ଜଗନ୍ନାଥଙ୍କ କରୁଣାରୁ ଏ ସୃଷ୍ଟି ଜୀବନ ପାଇଛି । ଗତିଶୀଳ ଅଛି ପୁଣି ଆଗାମୀ ବଂଶଧରମାନଙ୍କ ପାଇଁ ଆଗକୁ ବି ବଞ୍ଚିରହିବ। ଏ ଅନନ୍ତ ବ୍ରହ୍ମାଣ୍ଡର କେହି ଜଣେ ନିଶ୍ଚିତ ନିୟାମକ ଅଛନ୍ତି ଏଥିରେ ଦ୍ୱିରୁକ୍ତି ନାହିଁ। ଦେଖନ୍ତୁ ଅନୁଭବ କରନ୍ତୁ କେତେ…

ଲେଖା: ଷ୍ଟାଲିନ୍ କୁମାର ରାଉତ ସେ କାଳର କଥା । ଆଜକୁ ପ୍ରାୟ ୪୦୦ ବର୍ଷ ପୂର୍ବେ ଓଡ଼ିଶାରେ ଗଜପତି ପ୍ରତାପରୁଦ୍ରଦେବ ଶାସନ କରୁଥିଲେ । ତାଙ୍କର ଜଣେ ମନ୍ତ୍ରୀ ଥିଲେ ସୋମନାଥ । ଏହି ମନ୍ତ୍ରୀଙ୍କର ପୁଅ ଥିଲେ ପଞ୍ଚସଖାଙ୍କ ମଧ୍ୟରୁ ଅନନ୍ୟ ସଖା ମହାପୁରୁଷ ତଥା ଜଗନ୍ନାଥଙ୍କର ଅଭିମାନି ଭକ୍ତ ବଳରାମ ଦାସ…

ଲେଖା: ବନ୍ଧନ ଦଳାଇ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରିସିଦ୍ଧ ରଥଯାତ୍ରାର ଅନ୍ତିମପର୍ବ ହେଉଛି “ନୀଳାଦ୍ରିବିଜେ” । ଗୁଣ୍ଡିଚା ମନ୍ଦିରରେ ନବଦିନାତ୍ମକ ଯାତ୍ରା ସାରି ବାହୁଡା ଦଶମୀ ଦିନ ଠାକୁର ମାନେ ଶ୍ରୀମନ୍ଦିରର ସିଂହଦ୍ୱାରକୁ ଫେରନ୍ତି ରଥ ଉପରେ ସୁନାବେଶ ଓ ଅଧରପଣା ନୀତି ସାରି ପରିଶେଷରେ ଠାକୁରମାନେ ରତ୍ନସିଂହାସନକୁ ପ୍ରତ୍ୟାବର୍ତ୍ତନ କରନ୍ତି, ଏଣୁ ଏହାକୁ ‘ନୀଳାଦ୍ରି ବିଜୟ’ ବା…

ଲେଖା: ଅରବିନ୍ଦ ମହାନ୍ତି ଆଷାଢ ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥି। ଶିବଶୟନ ଚତୁର୍ଦ୍ଦଶୀ । ଏହା ମହାପ୍ରଭୁ ଲିଙ୍ଗରାଜଙ୍କ ଶୟନ ଉତ୍ସବ ଅଟେ। ଏହା ମହାପ୍ରଭୁଙ୍କ ମୁଖ୍ୟ ଚତୁର୍ଦ୍ଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଅଟେ। ଭଗବାନ ବିଷ୍ଣୁଙ୍କ ପରି ମହାଦେବ ମଧ୍ୟ ଚାରିମାସ କାଳ ଶୟନ କରିଥାନ୍ତି। ଏହା ଆଷାଢ ଶୁକ୍ଳ ଚତୁର୍ଦ୍ଦଶୀରୁ ଆରମ୍ଭ ହୋଇ…

ଲେଖା: ଅରବିନ୍ଦ ମହାନ୍ତି ମହାପ୍ରଭୁଙ୍କ ମାନବୀୟ ଲୀଳା ମଧ୍ୟରେ ପ୍ରାବରଣ ଷଷ୍ଠୀ ବା ଓଢ଼ଣଷଷ୍ଠୀ ଉତ୍ସବ ହେଉଛି ଅନ୍ୟତମ ଲୀଳା ଉତ୍ସବ। ଯିଏ ପରମ ବ୍ରହ୍ମ ନିରାକାର ପରମାତ୍ମା ତାଙ୍କୁ ସାଧାରଣ ଜୀବ ମାନଙ୍କ ପରି ଶୀତ ଅନୁଭୂତ ହୁଏ। ସତରେ କଣ ଏହା ସମ୍ଭବ କି ? ଯା ଠାରୁ ସମସ୍ତ ସଂସାର ଉତ୍ପନ୍ନ…

ଲେଖା: ଶିବାଶିଷ ମହାପାତ୍ର ବିଶେଷତଃ କଳିଯୁଗେ, ଦୋଳଯାତ୍ରା ବିଧିୟତେଃ । ଫାଲଗୁନସ୍ୟ ଚତୁର୍ଦ୍ଦଶ୍ୟାଃମ୍ ଅଷ୍ଟମେ ନାମସଂଯକଃ ।। (ପଦ୍ମ ପୁରାଣ ) ଦୋଳରେ ଝୁଲିବେ ଭଗବାନ । ଝୁଲନ୍ତି କେତେବେଳେ ? ଯେତେବେଳେ ଶାନ୍ତ ସୁକୁମଳ ପରିବେଶ ଥିବ, ଅବଶ ଶରୀରକୁ ଲୋଟଣି ପାରା ଭଳିଆ ଲେଟେଇ ଦେଇ ଚିନ୍ତା କରୁଥିବେ ଆନନ୍ଦରେ, ତା’…

ଲେଖା: ସୁଚେତା ପ୍ରଧାନ ଅନେକ ଦିନ ତଳର କଥା। ଜଗନ୍ନାଥଙ୍କ ସେବକ ବଡପଣ୍ଡା ଠାକୁରଙ୍କର ବଡ ସେବକ। ନୈଷ୍ଠିକ ବ୍ରାହ୍ମଣ ସେ। ତାଙ୍କ ଚଳୁରେ ଜଗନ୍ନାଥ ଦେଖାଯାଆନ୍ତି। ତେବେ ଯାଇ ଭୋଗ ଲାଗେ। ଦିନ ଗଡି ଚାଲେ। ବଡ ପଣ୍ଡାଏ କ୍ରମେ ବୟସ ଭାରରେ ନଇଁ ପଡିଲେ। ବଡ ଦେଉଳକୁ ଯିବା ଆସିବା କଷ୍ଟକର ହେଲା।…

ଲେଖା: ଦେଵ ତ୍ରିପାଠୀ ଭବିଷ୍ୟବାଣୀ କ୍ଷେତ୍ରରେ ନଷ୍ଟ୍ରାଡମସଙ୍କ ସ୍ଥାନ ବହୁ ଉଚ୍ଚରେ, ତାଙ୍କର ବାଣୀ ମାନ ବହୁସଂଖ୍ୟାରେ ସତ୍ୟ ପ୍ରମାଣିତ ହେବାର ପ୍ରବାଦ ଅଛି । ସେହିପରି ଆମ ରାଜ୍ୟରେ କଥାକଥାରେ ଦୃଷ୍ଟାନ୍ତ ଦିଆଯାଏ ମାଳିକାର । ସେହି ମାଳିକାର ସ୍ରଷ୍ଟା ଭାବେ ଦେବାଂଶୀ ସନ୍ଥ, ସିଦ୍ଧପୁରୁଷ ଅଚ୍ୟୁତାନନ୍ଦଙ୍କ ନାମ ସୁବିଦିତ । ଓଡ଼ିଆ ସାହିତ୍ୟ…

ଲେଖା: ମିହିର ପଟ୍ଟନାୟକ କାର୍ତ୍ତିକ ପଞ୍ଚୁକର ୨ୟ ଦିନକୁ କୁହାଯାଏ ଗରୁଡ଼ ଉତ୍ଥାପନ ଦ୍ୱାଦଶୀ। ପୂର୍ବଦିନ ଭଗବାନ ବିଷ୍ଣୁ ନିଦରୁ ଉଠିଲା ପରି ପରଦିନ ଗରୁଡ଼ ଉତ୍ଥାପନ ନୀତି ଶ୍ରୀମନ୍ଦିରରେ ପାଳିତ ହୋଇଥାଏ। ୪ମାସ ଧରି ଶୋଇଥିବା ଗରୁଡ ମଧ୍ୟ ନିଦ୍ରାରୁ ଉଠିଥାନ୍ତି। ବୁଝିପାରୁଛନ୍ତି ତ ! ଯେମିତି ଦିଅଁ, ସେମିତି ସେବକ। ଏହି ଭାବକୁ ଶ୍ରୀ…