Tag ଜୀବନସାଥୀ

ମଣିମାଳା ଦେବୀ

ଲେଖା: ଅମ୍ରିତେଶ ଖଟୁଆ ଓଡ଼ିଶା ମାଟିରେ ସେତେବେଳେ ରଙ୍ଗମଞ୍ଚ ପାଇଁ ଝିଅମାନଙ୍କୁ ଥାଏ ସମାଜର ବାରଣ। ଏରୁଣ୍ଡି ବନ୍ଧ ଡେଇଁ ପଦାକୁ ଆସିବାରେ ପ୍ରୟୋଜନ ନଥିଲା ପ୍ରଥାରେ। ହେଲେ, ବିହଙ୍ଗ ଥରେ ପଞ୍ଜୁରୀ ମଧ୍ୟରୁ ବିମୁକ୍ତ ହୋଇଗଲେ, ନୀଡ଼ ଛାଡି ତ ଆସିପାରିବନି, ସେ ନୀଡାଶ୍ରୟୀ ମୁକ୍ତାକାଶ ମଧ୍ୟରେ ନିଜକୁ ସଞ୍ଚରି ନିଏ ପୁଣି ଥରେ…

ସାମୁଏଲ ସାହୁ

ଲେଖା: ଦେବ ତ୍ରିପାଠୀ “ଘୃଣା, ବିଦ୍ୱେଷ, ଈର୍ଷା ଦେଇ ମୋତେ ସେଇ ଋଣ ପରିଶୋଧ କରିବାକୁ ପଡିଲା ଇନିସପେକ୍ଟର . . !” ବହୁଚର୍ଚ୍ଚିତ ଅଶାନ୍ତଗ୍ରହ ନାଟକର ନାୟକ ପିତୃପରିଚୟ ହୀନ ହେମନ୍ତ ଏପରି ଛାତିଥରା ସଂଳାପ ଅବା ‘ତିମିରତୀର୍ଥ’ରେ କୁମାର ସାହେଵ, ‘ଜନନୀ’ରେ ପାଗଳା ସୁବାସର ପାଗଳାମି ଅବା ‘ଡ଼ାକବଙ୍ଗଳା’ର ବିବେକ ଚରିତ୍ରର ହୃଦୟଛୁଆଁ…

ବାଳକୃଷ୍ଣ ଦାଶ

ଲେଖା: ଦେଵ ତ୍ରିପାଠୀ ନବମ ଶ୍ରେଣୀରେ ପାଠ ପଢୁଥିବା ବାଳକଟି ଛୁଟିରେ ଘରକୁ ଆସିଥାଏ । ହଠାତ୍ ଘରର ଛାତ ଉପରେ ଉଡି ଆସି ବସିଗଲା ପେଚାଟିଏ । ଅନେକ କହିଲେ ଏହା ଅଶୁଭ । କେହି କେହି ତାକୁ ଘଉଡାଇବା ପାଇଁ ପାଟିଗୋଳ କଲେ । ବାଳକଟି ମଧ୍ୟ ଟେକାଟିଏ ମାରିବାକୁ ଉଦ୍ୟତ ହେଲା…

ଶରତ ପୂଜାରୀ

ଲେଖା: ଦେଵ ତ୍ରିପାଠୀ ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଥମ ରୋମାଣ୍ଟିକ ଚିରସବୁଜ ସୁପରଷ୍ଟାର ଅଭିନେତା, ନିର୍ଦ୍ଦେଶକ,  ସମାଲୋଚକ, ଲେଖକ, ଅଧ୍ୟାପକ ଓ ସଂଗଠକ ତଥା ସମ୍ମାନନୀୟ ଜୟଦେବ ପୁରସ୍କାର ସମେତ ବହୁ ଜାତୀୟ ଓ ଅନ୍ତର୍ଜାତୀୟ ପୁରସ୍କାରରେ ସମ୍ମାନିତ ଓ ଉଦ୍ଭାସିତ ଅମର ପ୍ରତିଭା ଶରତ ପୂଜାରୀ ! ନୟାଗଡ଼ ଜିଲ୍ଲା ଖଣ୍ଡପଡାରେ ଜନ୍ମିତ ଏହି…