Tag ଜୟନ୍ତୀ

ଜୟନ୍ତୀ

ଲେଖା: ଶିଶିର ସାହୁ ମନୋଜ ଜୟନ୍ତୀ ଶବ୍ଦର ଅନେକ ଅର୍ଥ ରହିଛି । ଆଜି ଏକ ନାମଵାଚକ ଶବ୍ଦ ଭାଵେ ଏହା ଓଡ଼ିଶାରେ ଲୋକପ୍ରିୟ ଅଟେ ‌। ତେଵେ ପୁରାଣରେ ଇନ୍ଦ୍ରଙ୍କ କନ୍ଯା, ପାର୍ଵତୀ ଓ ଦୁର୍ଗାଙ୍କୁ ଜୟନ୍ତୀ କୁହାଯାଇଛି । ପୁରାଣୋକ୍ତ ଆଠଜଣ ଦେଵୀଙ୍କ ମଧ୍ୟରେ ଜୟନ୍ତୀ ଅନ୍ୟତମ । ସେହି ଆଠଜଣ ଦେଵୀ…