Tag ଢୁମ୍ପା

ଢୁମ୍ଫା 

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓ ସନ୍ତୋଷ ପଟ୍ଟନାୟକ ଢୁମ୍ପା ସଙ୍ଗୀତ ଗଞ୍ଜାମର ପ୍ରସିଦ୍ଧ ଲୋକକଳା । ଢୁମ୍ପା ସଙ୍ଗୀତର ଇତିହାସ ଜାଣିବାକୁ ହେଲେ ଆମକୁ ଅଷ୍ଟାଦଶ ଶତାବ୍ଦୀକୁ ଯିବା ପାଇଁ ପଡିବ। ଗଞ୍ଜାମର ବଡଖେମୁଣ୍ଡିରେ ୧୭୮୯ ମସିହାରେ ଜନ୍ମଗ୍ରହଣ କରିଥିଲେ ବାଣୀ ବରପୁତ୍ର କବିସୂର୍ଯ୍ଯ ବଳଦେବ ରଥ। ୧୮୪୫ ମସିହାରେ ତାଙ୍କର…

ଦିଗପହଣ୍ଡି 

ଉପସ୍ଥାପନା: ଦେଵ ତ୍ରିପାଠୀ ଦିଗନ୍ତ ବିସ୍ତାରି ପାହାଡ଼ର ପହଣ୍ଡି ‘ଦିଗପହଣ୍ଡି’ । ଦିଗ ଓ ପୁଦିଆ ସର୍ଦ୍ଦାରଙ୍କ କିମ୍ବଦନ୍ତୀର ଗାଁ ଦିଗପହଣ୍ଡି । ‘ଗଙ୍ଗବଂଶାନୁଚରିତମ୍’ (୧୭୫୦)ର ‘ଦିକ୍ ପହଣି’, ମାଲବିଙ୍କ (୧୮୮୭) ‘ଦିଗପୁଦି’, ଭୀମସେନ ପାଣିଗ୍ରାହୀଙ୍କ ‘ଖେମୁଣ୍ଡି ଇତିହାସ’ (୧୯୦୯) ଠାରୁ ଦୀନନାଥ ପାଠୀଙ୍କ ‘ଦିଗପହଣ୍ଡିର ଡ୍ରଇଂମାଷ୍ଟ୍ରେ’ (୧୯୯୦) ବିବର୍ତ୍ତିତ ଇତିହାସର ସ୍ବାକ୍ଷର ବହନ କରୁଛି…

ଦିନନାଥ ପାଠୀ

ଲେଖା: ଦେବ ତ୍ରିପାଠୀ ଦିଗନ୍ତ ବିସ୍ତାରି ପାହାଡ଼ର ପହଣ୍ଡି ‘ଦିଗପହଣ୍ଡି’ । ଦିଗ ଓ ପୁଦିଆ ସର୍ଦ୍ଦାରଙ୍କ କିମ୍ବଦନ୍ତୀର ଗାଁ ଦିଗପହଣ୍ଡି । ଭୀମସେନ ପାଣିଗ୍ରାହୀଙ୍କ ‘ଖେମୁଣ୍ଡି ଇତିହାସ’ (୧୯୦୯) ବିବର୍ତ୍ତିତ ଇତିହାସର ସ୍ବାକ୍ଷର ବହନ କରେ ଦିଗପହଣ୍ଡି । ଢୁମ୍ପା, କଳାସଂସ୍କୃତି, ସାହିତ୍ୟ, ଗଡ଼ଜାତୀୟ ଇତିହାସ ଓ ଐତିହ୍ୟ ସୁରଭିତ ଦିଗପହଣ୍ଡି ମାଟି ମଧ୍ୟ…

ଢିଙ୍କି

ଲେଖା: ଦେବ ତ୍ରିପାଠୀ ଗାଁ ମାଟିର ତୁଟାଇ ଶିରୀ ସହର ଚାହେଁ ଉଙ୍କି, ବଗଡା ଭାତ ରୁଚୁନି ଆଉ ଅଲୋଡ଼ା ଆଜି ଢିଙ୍କି II ଦିନକୁଦିନ ଯନ୍ତ୍ରସଭ୍ୟତା ଭିତରେ ପେଷି ହୋଇ ଯାଉଥିବା ମଣିଷ ହରାଇବସୁଛି ନିଜର କର୍ମଦକ୍ଷତା । ଏହି ସମାଜ ଆଧୁନିକତା ଛଳରେ ସହରୀସଭ୍ୟତା ସହ ନିଜକୁ ତଉଲି ଚାଲିବାର ଉଦ୍ୟମ କରିଛି…