Physical Address
Sai Samarpanam, Satya Vihar, Bhubaneswar

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ “ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ ଖେଳି ଉଠେ ସଘନେ, ପ୍ରାଚୀ ଗଗନ ଶିରେ ଭାସି କନକ ନୀରେ ଆସ ତପନ ଉଇଁ ଏ ଉତ୍କଳ ଭୁବନେ ||” “ଏ ବିଦ୍ୟାଳୟ ଧନରେ ଗଢା ହେଉ ନାହିଁ। ରକ୍ତମାଂସ ମସ୍ତିଷ୍କରେ ଗଢାଯାଉଛି।”…

ପତ୍ର ପାଇବା ଓ ଉତ୍ତର ଦେବାରେ ଦି' ପଇସା ଖର୍ଚ୍ଚ, କିନ୍ତୁ ସେଇ ଦି' ପଇସାର ମୂଲ୍ୟ ବୋଧହୁଏ ଗୋଦାବରୀଶଙ୍କ ପାଇଁ ଥିଲା ଦୁଇ ଲକ୍ଷ ଟଙ୍କାରୁ ଅଧିକ i କାରଣ ଫକୀରମୋହନକ ପରି ମହାସିନ୍ଧୁଙ୍କ ସଙ୍ଗେ ତାଙ୍କ ଜୀବନର କ୍ଷୁଦ୍ର ପାଣିଟୋପାଟିକୁ ନେଇ ମିଶାଇ ପାରିଥିଲା ସେଇ ପତ୍ର . .

ଉପସ୍ଥାପନା: ନିରଞ୍ଜନ ସାହୁ ପିଲାଦିନେ ସେ ଥିଲେ ଚଞ୍ଚଳ ପ୍ରକୃତିର। ପାଠ ପଢ଼ାରେ ମନ ଊଣା। ଚାଟଶାଳୀରେ ଅବଧାନଙ୍କ ପାଖରେ ବସି ରହି, ପାଠ ମୁଖସ୍ଥ କରିବାକୁ ଆଗ୍ରହ ଏକରକମ ଶୂନ୍ୟ। ଚାହାଳୀରୁ ଲୁଚି ପଳାଇବା ବେଳେ ଅବଧାନ ପଠାଉଥିଲେ ଅନ୍ୟ ବଡ଼ ପିଲାଙ୍କୁ ଧରି ଆଣିବା ପାଇଁ। ସେ କିନ୍ତୁ ବିଜୁଳି ବେଗରେ ଧାଇଁ…