Tag ପୌଷ ପୂର୍ଣ୍ଣମୀ

ସୁନାବେଶ

ଲେଖା: ଅମ୍ବିକା ପଟ୍ଟନାୟକ ଶ୍ରୀଜଗନ୍ନାଥଙ୍କ ବର୍ଷକୁ ପାଞ୍ଚଥର ସୁନାବେଶ ହୁଏ l ବିଜୟା ଦଶମୀ, କାର୍ତ୍ତିକ ପୂର୍ଣ୍ଣମୀ, ପୌଷ ପୂର୍ଣ୍ଣମୀ, ଦୋଳପୂର୍ଣ୍ଣମୀ ଓ ବାହୁଡା଼ ପରବର୍ତ୍ତୀ ହରିଶୟନ ଏକାଦଶୀରେ ରଥ ଉପରେ l ପ୍ରଥମ ଚାରୋଟି ସୁନାବେଶ ରତ୍ନସିଂହାସନ ଉପରେ ଆସୀନ ଓ ଶେଷଟି ରଥାରୋହୀ ଭାବେ l କିମ୍ବଦନ୍ତୀ ଅଛି, ଦିଗବିଜୟ ପରେ ଗଜପତି…

ବାହୁଡ଼ା ଯାତ୍ରା

ଲେଖା: ବନ୍ଧନ ଦଳେଇ ~ ବାହୁଡ଼ା ଯାତ୍ରା ଓ ସୁନାବେଶ ~ ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀ । ମହାପ୍ରଭୁ ରଥରେ ଗୁଣ୍ଡିଚାଘରୁ ବଡ଼ଦେଉଳକୁ ଫେରିବେ, ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ଯାତ୍ରା ଅବା #ଦକ୍ଷିଣାଭିମୁଖୀ ଯାତ୍ରା ମଧ୍ୟ କୁହାଯାଏ। ସ୍କନ୍ଧ ପୁରାଣର ଉତ୍କଳ ଖଣ୍ଡରେ ଉଲ୍ଲେଖ ଅଛି – “ନବମ୍ୟା ବାସୟେଦ୍ଦେବାନ୍…