Tag ବଳଦେବ ରଥ

ବଳଦେବ ରଥ

ଲେଖା: ଅମ୍ବିକା ପଟ୍ଟନାୟକ ~ କବିସୂର୍ଯ୍ୟ ବଳଦେବ ରଥ ରାୟଗୁରୁ ମହାପାତ୍ର ~ 1. ସରସ ଶ୍ରୀହର୍ଷାଦି ମହାକବି ମାନେ ବିହରିଲେ ମହୋନ୍ନତ କବନ ବିମାନେ, ସେ ବିମାନେ ତେଜି ସେ ବିମାନ ଅନାତପ କଲି ଚନ୍ଦ୍ରକଳା ଗ୍ରନ୍ଥାରମ୍ଭ ସଙ୍କଳପ (ନମ୍ରତା ଓ ଶାଳୀନତାର ପରିଚୟ) 2. ରଞ୍ଜି ନାୟକ ରଙ୍ଗେ ଚୋପଦାର ଖଞ୍ଜିଲେ ହେଲେ…

କବିସୂର୍ଯ୍ୟ ରାୟଗୁରୁ ମହାପାତ୍ର ବଳଦେବ ରଥ

ଲେଖା: ନିରଞ୍ଜନ ସାହୁ “ବାଧିଲା ଜାଣି କ୍ଷମା କର ନୋହିଲେ ରମାରମଣ ଦଣ୍ଡେ ଦିଅ ଟାଳି। ତୁମ୍ଭକୁ ଜଗନ୍ନାଥ ଆଜ ମୋ ମନୋରଥ ଭରତି କରି ଦେବି ଗାଳି, ହେ କୃପାନିଧି।” ଭଗବାନଙ୍କ ପକ୍ଷପାତିତା ବିରୁଦ୍ଧରେ ଏକ ଭକ୍ତିପ୍ରାଣ ହୃଦୟରେ ଉଦବେଳନ ! ଜଗନ୍ନାଥଙ୍କୁ ଗାଳି ଦେଇ ନିଜ ମନୋରଥ ଭରତି କରିଥିବା ଭକ୍ତକବି ଜଣେ…

ଦିଗପହଣ୍ଡି 

ଉପସ୍ଥାପନା: ଦେଵ ତ୍ରିପାଠୀ ଦିଗନ୍ତ ବିସ୍ତାରି ପାହାଡ଼ର ପହଣ୍ଡି ‘ଦିଗପହଣ୍ଡି’ । ଦିଗ ଓ ପୁଦିଆ ସର୍ଦ୍ଦାରଙ୍କ କିମ୍ବଦନ୍ତୀର ଗାଁ ଦିଗପହଣ୍ଡି । ‘ଗଙ୍ଗବଂଶାନୁଚରିତମ୍’ (୧୭୫୦)ର ‘ଦିକ୍ ପହଣି’, ମାଲବିଙ୍କ (୧୮୮୭) ‘ଦିଗପୁଦି’, ଭୀମସେନ ପାଣିଗ୍ରାହୀଙ୍କ ‘ଖେମୁଣ୍ଡି ଇତିହାସ’ (୧୯୦୯) ଠାରୁ ଦୀନନାଥ ପାଠୀଙ୍କ ‘ଦିଗପହଣ୍ଡିର ଡ୍ରଇଂମାଷ୍ଟ୍ରେ’ (୧୯୯୦) ବିବର୍ତ୍ତିତ ଇତିହାସର ସ୍ବାକ୍ଷର ବହନ କରୁଛି…