Physical Address
Sai Samarpanam, Satya Vihar, Bhubaneswar

ଲେଖା: ମିହିର ପଟ୍ଟନାୟକ ପଦ୍ମଫୁଲ ଆଉ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପର୍କ ଖୁବ ନିବିଡ। କେବଳ ସେଇଥି ପାଇଁ ମହାପ୍ରଭୁଙ୍କ ବିଭିନ୍ନ ଅଙ୍ଗକୁ ପଦ୍ମ ସହ ତୁଳନା କରାଯାଏ । ଫୁଲମାନଙ୍କ ଭିତରେ କମଳ ବା ପଦ୍ମ ଶ୍ରେଷ୍ଠ ହୋଇଥିବାରୁ ପ୍ରଭୁଙ୍କୁ ବର୍ଷକୁ ଗୋଟିଏ ଥର ପଦ୍ମବେଶରେ ସଜ୍ଜିତ କରାଯାଏ। ସେଇ ରାତିରେ କାଳିଆ ଠାକୁରଙ୍କ ନିତ୍ୟ…

ଲେଖା: ଅରବିନ୍ଦ ମହାନ୍ତି ମହାପ୍ରଭୁଙ୍କ ମାନବୀୟ ଲୀଳା ମଧ୍ୟରେ ପ୍ରାବରଣ ଷଷ୍ଠୀ ବା ଓଢ଼ଣଷଷ୍ଠୀ ଉତ୍ସବ ହେଉଛି ଅନ୍ୟତମ ଲୀଳା ଉତ୍ସବ। ଯିଏ ପରମ ବ୍ରହ୍ମ ନିରାକାର ପରମାତ୍ମା ତାଙ୍କୁ ସାଧାରଣ ଜୀବ ମାନଙ୍କ ପରି ଶୀତ ଅନୁଭୂତ ହୁଏ। ସତରେ କଣ ଏହା ସମ୍ଭବ କି ? ଯା ଠାରୁ ସମସ୍ତ ସଂସାର ଉତ୍ପନ୍ନ…