Tag ବାଟଓଷା

ଝୋଟିଚିତା

ଲେଖା: ଦେଵ ତ୍ରିପାଠୀ ଇଏ କୋଉ ଅସିଆ କାଳର ମସିଆ କଥା । ବାହାଘର ହବ । ଗାଁ ଟା ଯାକ ଲୋକଙ୍କ ଖୁସି କାହିଁରେ କ’ଣ ! ମୁରବିମାନେ ଲାଗିପଡିଥିବେ ଯେଝା କାମରେ । ଘର ଗୋଟାକ ନୂଆ ଦୁଶୁଥିବ ! ବରକନ୍ୟାଙ୍କ ମଙ୍ଗୁଳାଘରେ ମଙ୍ଗନକୃତ୍ୟ ଦିନ ବିବାହ ବିଷୟକ ଚିତ୍ରସବୁ ଅଙ୍କାଯିବ !…

ବାଟଓଷା

ଲେଖା: ଅରବିନ୍ଦ ମହାନ୍ତି ବାଟଓଷା ବା ଦାଣ୍ଡପହଁରା ଓଷା ପୌଷମାସ କୃଷ୍ଣ ଦ୍ୱିତୀୟା ତିଥିରେ ପାଳନ କରାଯାଏ । ଏହି ଓଷା ଯମରାଜାଙ୍କ ଉଦ୍ଦେଶ୍ୟରେ ପାଳନ କରାଯାଏ । ପ୍ରତ୍ୟେକ ମାଆମାନେ ନିଜ ପୁତ୍ରମାନେ ଦୀର୍ଘାୟୁ ହେବା ନିମନ୍ତେ ରାତିରେ ଉପବାସ ରହି ବଜ୍ରମୂଳି ଗଛରେ ଦାଣ୍ଡ ପହଁରି ନିଜ ନିଜର ପୁତ୍ରମାନଙ୍କୁ ଝାଡ଼ିଥାନ୍ତି ।…

ଜାନୁଘଣ୍ଟ

ଉପସ୍ଥାପନା: ଦେଵ ତ୍ରିପାଠୀ “ସାଧୁସନ୍ଥ ଜନଙ୍କର ପରମ କାରଣ ଦୁଷ୍ଟ ଜନଙ୍କର ଗର୍ବର ଗଞ୍ଜନ, ସନ୍ଥ ପ୍ରାଣୀଙ୍କର ଆରତ ତରୁଥିବ  ରାମ ରାମ ବାଇଲେ କି ଛାଡିଯିବ ପାପ ଏ ଘଟରୁ ମୁକ୍ତ କରହେ ପ୍ରଭୁ ରାମ ସଦା ତୁଣ୍ଡେ ନେଉ ଅଛି ତୁମ୍ଭରି ହେ ନାମ ।” ମାଣବସା, ସୁଦଶାବ୍ରତ, ବାଟଓଷା ଭଳି ବ୍ରତ…

ଓଡ଼ିଶାର ପର୍ବପର୍ବାଣୀ

ଲେଖା: ଦେଵ ତ୍ରିପାଠୀ ଓଡ଼ିଶାରେ ଅସରନ୍ତି ପର୍ବପର୍ବାଣୀ, ଦାରିଦ୍ର୍ୟ ସତ୍ତ୍ଵେ ସେସବୁ ପର୍ବପର୍ବାଣୀକୁ ନିଷ୍ଠା ଓ ପବିତ୍ରତା ସହିତ ପାଳିବାରେ କୁଣ୍ଠା କରେନି ଓଡିଆଣୀ । ଅଧିକାଂଶ ପର୍ବପାଳନ ହୁଏ ପରିବାରର ମା’ମାନଙ୍କ ଦ୍ଵାରା । ପର୍ବାଣୀ ଗୁଡିକରେ ପୂଜାଉପଚାର ଯେପରି ଭିନ୍ନ, ସେହି ଅବକାଶରେ ପ୍ରସ୍ତୁତ ଖାଦ୍ୟସାମଗ୍ରୀ ମଧ୍ୟ ସ୍ବତନ୍ତ୍ର । ଓଡ଼ିଆଙ୍କ ଇଷ୍ଟଦେବ…