Physical Address
Sai Samarpanam, Satya Vihar, Bhubaneswar
ଲେଖା: ରାଜେଶ୍ୱର ମହାନ୍ତି ପାରିକୁଦ (English: Parikud) ଚିଲିକା ହ୍ରଦ ମଧ୍ୟରେ ଥିବା ଏକ ଦ୍ୱୀପ । ଏହା କୃଷ୍ଣପ୍ରସାଦ ପଂଚାୟତ ସମିତିର ୯୬ଟି ମୌଜାକୁ ନେଇ ଗଠିତ । ଏହାର ଦୁଇ ପାର୍ଶ୍ୱରେ ଚିଲିକା ହ୍ରଦ ଓ ବଙ୍ଗୋପ ସାଗର ଅବସ୍ଥିତ । ଏହାର ପୂର୍ବ ପ୍ରାନ୍ତରେ ଚିଲିକା କୂଳରେ ଜହ୍ନିକୁଦା ଗ୍ରାମ ରହିଅଛି…
ଲେଖା: ଦେଵ ତ୍ରିପାଠୀ ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାଏ (ଲୋକମୁଖରେ ବକ୍ସି ଜଗବନ୍ଧୁ ଓ ପାଇକ ବକ୍ସି ନାମରେ ଜଣା) ଖୋର୍ଦ୍ଧା ମହାରାଜାଙ୍କର ସେନାପତି ଓ ବକ୍ସି ଥିଲେ । ଭାରତୀୟ ମୁକ୍ତି ସଂଗ୍ରାମର ଆଦ୍ୟକାଳରେ ସେ ଥିଲେ ଜଣେ ପ୍ରଚଣ୍ଡ ଯୋଦ୍ଧା । ପାଇକ ବିପ୍ଳବୀମାନେ ତାଙ୍କର ନେତୃତ୍ୱରେ ୧୮୧୭ ମସିହାରେ ଫିରିଙ୍ଗି…
ଲେଖା: ଦେଵ ତ୍ରିପାଠୀ “ବାଙ୍କୀଗଡେ ମା’ ଚର୍ଚ୍ଚିକା ସିନ୍ଦୂର ମଣ୍ଡିତା, ଅଷ୍ଟଚଣ୍ଡୀ ମଧ୍ୟେ ନାମ ଉତ୍କଳ ବନ୍ଦିତା, ଭକ୍ତଙ୍କ ହିତ ସାଧନେ ବାଙ୍କୀଗଡ଼େ ଉଭା ଯୁଗେ ଯୁଗେ ମା’ ଚର୍ଚ୍ଚିକା ବିରାଜନ୍ତି ଶୋଭା, ଭକ୍ତଙ୍କୁ କୋଳକୁ ଟାଣି, କପାଳରେ ହାତ ଦେଇ ବରଷନ୍ତି କୃପାଜଳ ଅବିରତ II” ମାତୃଶକ୍ତି ଯୁଗେ ଯୁଗେ ବନ୍ଦନୀୟା । ସେ…